ପ୍ରାର୍ଥୀଙ୍କର ସାକ୍ଷାତକାରରେ ପାଇଥିବା ମାର୍କ ଜାଣିବାର ପୂର୍ଣ୍ଣ ଅଧିକାର ରହିଛି

ଭୁବନେଶ୍ୱର:- ୨୦୨୨ ମସିହାରେ ସହକାରୀ ଶିକ୍ଷକ ପଦବୀ ପାଇଁ ମନୋନୀତ ହୋଇ ନଥିବା ଜଣେ ପ୍ରାର୍ଥୀଙ୍କୁ ସାକ୍ଷାତକାର ମାର୍କ ପ୍ରଦାନ କରିବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦିଆଯାଇଛି । ଭଦ୍ରକ ଜିଲ୍ଲାର ଶ୍ରୀମତୀ ମିନତୀ ରାଣୀ ମହାପାତ୍ର ଇତିହାସ ବିଷୟ ପାଇଁ ସହକାରୀ ଶିକ୍ଷକ ପଦବୀ…
Read More...

ଭିତରକନିକାର ଘଞ୍ଚ ଜଙ୍ଗଲରେ ୬ଦିନ ଧରି ବାଟବଣା ହୋଇ ନିଖୋଜ ଥିବା ମା’ ପୁଅ ସୁରକ୍ଷିତ ଭାବେ ଉଦ୍ଧାର

ଭିତରକନିକା:- ଭିତରକନିକାର ଘଞ୍ଚ ଜଙ୍ଗଲରେ ୬ଦିନ ଧରି ବାଟବଣା ହୋଇ ନିଖୋଜ ଥିବା ମା’ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଆଜି ସକା‌ଳୁ ବନ ବିଭାଗର ୧୦ଟି ଟିମ୍‌ରେ ପ୍ରାୟ ୧୦୦ଜଣ ଖୋଜାଖୋଜି କରି ମା’ ଓ ପୁଅଙ୍କୁ ଉଦ୍ଧାର କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ଭିତରକନିକା ଜାତୀୟ…
Read More...

ଏସିଆ କପ୍ ୨୦୨୫ ଟିମ୍ ଇଣ୍ଡିଆର ଅଫିସିଆଲ୍ ଜର୍ସି ଲଞ୍ଚ

ନୂଆଦିଲ୍ଲୀ:- ଡିଫେଣ୍ଡିଂ ଚାମ୍ପିଅନ୍ ଟିମ୍ ଇଣ୍ଡିଆ ଏସିଆ କପ୍ ୨୦୨୫ ପାଇଁ ଜୋରଦାର ପ୍ରସ୍ତୁତି କରୁଛି । ଏସିଆ କପ୍ ୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ବିସିସିଆଇ ଏସିଆନ୍ କ୍ରିକେଟ୍ ପରିଷଦ ସହିତ ମିଶି ଟିମ୍ ଇଣ୍ଡିଆର ଅଫିସିଆଲ୍ ଜର୍ସି ଲଞ୍ଚ କରିଛି । ଅଧିନାୟକ ସୂର୍ଯ୍ୟକୁମାର…
Read More...

ବାଣୀବିହାରର ବିଭିନ୍ନ ଛାତ୍ରବାସକୁ କବଜା କରିଥିବା ଅଣଛାତ୍ରଙ୍କୁ ଖୋଜି ଖୋଜି ବାହାର କରି ବିଦା କରିଛି ପୋଲିସ

ଭୁବନେଶ୍ୱର:- ଆକ୍ସନ ମୋଡ୍‌ରେ ବାଣୀବିହାର କର୍ତ୍ତୃପକ୍ଷ । ବାଣୀବିହାର ହଷ୍ଟେଲରୁ ହଟିଲେ ଅଣଛାତ୍ର । ଅଚାନକ ରେଡ୍ କରି ଅଣଛାତ୍ରଙ୍କୁ ବିଦାକଲା ପୋଲିସ । ବାଣୀବିହାରର ବିଭିନ୍ନ ଛାତ୍ରବାସକୁ କବଜା କରିଥିବା ଅଣଛାତ୍ରଙ୍କୁ ଖୋଜି ଖୋଜି ବାହାର କରିଛି ପୋଲିସ । ଆଜି ଦିନ ୧୦ଟା ୩୦ରୁ…
Read More...

୨୪ କ୍ୟାରେଟ୍‌ ସୁନା ଦରରେ ୧୧୦ ଟଙ୍କା ହ୍ରାସ ହୋଇଛି

କମିଛି ସୁନା ଏବଂ ରୁପା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୮,୩୮୦ ଟଙ୍କା ରହିଛି । ଗତକାଲି ୧,୦୮,୪୯୦ ଟଙ୍କା ରହିଥିବା ବେଳେ ଏଥିରେ ଆଜି ୧୧୦ ଟଙ୍କା ହ୍ରାସ ହୋଇଛି । ଚଳିତ ବର୍ଷ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩୦ ହଜାର ଟଙ୍କା ମହଙ୍ଗା ହେଲାଣି ସୁନା ଦର । ସେହିପରି ରୁପା ୩୭…
Read More...

ଲେପ୍ରା ସୋସାଇଟିରେ ବିଶ୍ୱ ଫିଜିଓଥେରାପି ଚିକିତ୍ସା ଦିବସ ପାଳିତ

ସୁବର୍ଣ୍ଣପୁର:- ଆଜି ବିଶ୍ୱ ଫିଜିଓଥେରାପି ଚିକିତ୍ସା ଦିବସ ସୁବର୍ଣ୍ଣପୁର ଲେପ୍ରା ସୋସାଇଟି କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଓଡିଶା ରାଜ୍ୟ ଲେପ୍ରା ସୋସାଇଟି ଆମ୍ବାସାଡର ଗୋରେଖନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ…
Read More...

ଏଣିକି ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର:- ଏଣିକି ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ। ସୁପ୍ରିମକୋର୍ଟଙ୍କ ପ୍ରକାଶିତ ଏକ  ରାୟକୁ ଆଧାର କରି ନୂଆ ନିର୍ଦ୍ଦେଶାବଳୀ ଜାରି କଲା ବିଭାଗ। କଠୋର ହେବ ଯାଞ୍ଚ ପ୍ରକ୍ରିୟା, ବିଲଡିଂ ପ୍ଲାନ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ। ଏଣିକି ବିଲଡିଂ ପ୍ଲାନର ଏକ…
Read More...

ଭିତରକନିକା ଜଙ୍ଗଲରେ ନିଖୋଜ ହୋଇଗଲେ ମା’-ପୁଅ

କେନ୍ଦ୍ରାପଡ଼ା:- ଭିତରକନିକା ଜଙ୍ଗଲରେ ନିଖୋଜ ହୋଇଗଲେ ମା’-ପୁଅ । ନିଖୋଜ ଦୁଇ ଜଣ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗାଁ’ର ଅଞ୍ଜନା ମିର୍ଦ୍ଧା ଓ ପୁଅ ରତିନ୍ଦ୍ର ମିର୍ଦ୍ଧା । ଗତ ବୁଧବାର କଙ୍କଡ଼ା ଧରିବାକୁ ଯାଇ ମାଆ ଓ ୧୮ ବର୍ଷୀୟ ପୁଅ ନିଖୋଜ…
Read More...

ଦୁଇ ଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ରାଜ୍ୟପାଳ ହରିବାବୁ କମ୍ଭମପତି

କୋରାପୁଟ:- ଦୁଇ ଦିନିଆ କୋରାପୁଟ ଗସ୍ତରେ ରାଜ୍ୟପାଳ ହରିବାବୁ କମ୍ଭମପତି । ସୋମବାର ଜୟପୁର ବିମାନ ବନ୍ଦରରେ ରାଜ୍ୟପାଳ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ଦିଆ ଯାଇଥିଲା । ବିମାନ ବନ୍ଦର ରୁ ସିଧା ସଳଖ କୋରାପୁଟ ସ୍ଥିତ କଫି ବୋର୍ଡ଼ରେ  ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗ ଦେବେକୁ ପ୍ରସ୍ଥାନ…
Read More...

ଗିରଫ ହେବ ଭୟରେ ପୋଖରୀ ଭିତରକୁ ଡିଆଁ ମାରିଲା ଚୋରା

ପୁରୀ:- ଗିରଫ ହେବ ଭୟରେ ପୋଖରୀ ଭିତରକୁ ଡିଆଁ ମାରିଲା ଚୋରା । ଏଭଳି ଏକ ଘଟଣା ଘଟିଛି ପୁରୀ ସହରରେ । ସୂଚନା ମୁତାବକ ପୁରୀ ଅଠରନଳା ନିକଟରେ ଜଣେ ବ୍ୟକ୍ତି ଯାଉଥିବାବେଳେ ତାଙ୍କଠାରୁ ଟଙ୍କା ଛଡାଇ ନେଇଥିଲା ଏକ ଚୋର । ଏନେଇ ସଦର ଥାନାକୁ ଖବର ଦିଆଯିବା ପରେ ପୋଲିସ ଚୋରକୁ ଧରିବା ପାଇଁ…
Read More...