ସିଆରପିଏଫ ଛକ ନିକଟ ପ୍ରିୟଦର୍ଶିନୀ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ତ
ଭୁବନେଶ୍ଵର ସିଆରପିଏଫ ଛକ ନିକଟ ପ୍ରିୟଦର୍ଶିନୀ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ତ । ମହାବୀର ମାର୍କେଟ୍ କମ୍ପ୍ଲେକ୍ସରେ ନିଆଁ ଲାଗିବା ଯୋଗୁଁ ସିଆର୍ପି ଛକ ଅଞ୍ଚଳ ଧୂଆଁମୟ ହୋଇଯାଇଛି । ନିଆଁ ଲିଭାଇବାକୁ ୪ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି । ସର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ଘଟିଥିବା ନେଇ…
Read More...
Read More...