ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ବିଶ୍ୱ ପଖାଳ ଦିବସ ପାଳିତ
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ୟୂ ଟେକ୍ କମ୍ପ୍ୟୁଟର ଏଡୁକେସନ୍ ସେଣ୍ଟର୍ ପରିସରରେ ବିଶ୍ୱ ପଖାଳ ଦିବସ ପାଳିତ ହୋଇ ଯାଇଛି। ଯେଉଁତିରେ ଖଣି ଅଧିକାରୀ ଡିପେନ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିନୋଦିନୀ ବିଜ୍ଞାନ କଲେଜର ଅଧ୍ୟକ୍ଷ ମନୋଜ ପଟ୍ଟନାୟକ,…
Read More...
Read More...