ମଧ୍ୟପ୍ରାଚ୍ୟ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଆଜି ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ନୂଆଦିଲ୍ଲୀ ନିରନ୍ତର ଶାନ୍ତି ଏବଂ ସ୍ଥିରତା ପାଇଁ ଆହ୍ୱାନ ଦେଇଛି।ଯେତେବେଳେ ଦୁଇଟି ଗଣତନ୍ତ୍ର ଏକାଠି ଛିଡା ହୁଅନ୍ତି, ସେତେବେଳେ ଶାନ୍ତି ପାଇଁ ସେମାନଙ୍କର…
Read More...

ମଧ୍ୟପ୍ରାଚ୍ୟ ପରିସ୍ଥିତି ଯୋଗୁଁ ଭୁବନେଶ୍ୱର–ଦୁବାଇ ବିମାନ ବାତିଲ୍

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର–ଦୁବାଇ ସିଧାସଳଖ ବିମାନ ସେବାକୁ ବାତିଲ୍ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ବିଜୁ ପଟ୍ଟନାୟକ ଅନ୍ତର୍ଯ୍ୟାତୀୟ ବିମାନ ବନ୍ଦର ନିର୍ଦ୍ଦେଶକ। ଆଜି ଦୁବାଇକୁ ଉଡ଼ିବାକୁ ଥିବା ବିମାନକୁ ବାତିଲ୍…
Read More...

ସରିଲା ମାଟ୍ରିକ୍ ପରୀକ୍ଷା, ମେ’ରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର: ରାଜ୍ୟର ମାଟ୍ରିକ୍ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ଆସନ୍ତା ମେ’ ମାସର ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷାର ଫଳାଫଳ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଫଳାଫଳ ପ୍ରକାଶ ପାଇବାକୁ ନେଇ ବୋର୍ଡ…
Read More...

ବିଶ୍ୱକପ୍ ସେମିଫାଇନାଲ୍ ଇଂଲଣ୍ଡଠାରୁ ୩୯ ବର୍ଷର ପୁରୁଣା ପ୍ରତିଶୋଧ ନେବାକୁ ରେଡି ଭାରତ

ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ୱକପ୍‌ର ନକଆଉଟ୍ ପର୍ଯ୍ୟାୟ ମାର୍ଚ୍ଚ ୪ରୁ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ୍‌ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବ ରୋମାଞ୍ଚକର ମୁକାବିଲା। ଗ୍ରୁପ୍-୨ରେ ଶୀର୍ଷ ସ୍ଥାନ ଅଧିକାର କରି ଇଂଲଣ୍ଡ ସେମିଫାଇନାଲକୁ ପହଞ୍ଚିଥିବା ବେଳେ,…
Read More...

ବର୍ଷାରେ ଧୋଇଯିବ ଟି-୨୦ ବିଶ୍ୱକପ୍ ସେମିଫାଇନାଲ୍, କିପରି ନିର୍ଣ୍ଣୟ ହେବ ଫାଇନାଲିଷ୍ଟ

ନୂଆଦିଲ୍ଲୀ: ୨୦୨୬ ଟି-୨୦ ବିଶ୍ୱକପ୍‌ରେ ଚାରୋଟି ଶକ୍ତିଶାଳୀ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ହାସଲ କରିଛି। ଭାରତ, ଦକ୍ଷିଣ ଆଫ୍ରିକା, ନ୍ୟୁଜିଲ୍ୟାଣ୍ଡ ଓ ଇଂଲଣ୍ଡ ଶେଷ ଚାରିରେ ପହଞ୍ଚିଛନ୍ତି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ କୋଲକାତାର ପ୍ରସିଦ୍ଧ ଇଡେନ୍ ଗାର୍ଡେନ୍ ମଇଦାନରେ…
Read More...

ଆମ୍ ଆଦମୀ ପାର୍ଟି ତରଫରୁ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଠାର ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ଅଧ୍ୟକ୍ଷତାରେ ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର ଓ ରାଜ୍ୟ…
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ  ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ମୁନୀଦ୍ର ହୋନନାଗା, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର…
Read More...

ଛୋଟ ମୋର ଗାଁଟି ର ବାର୍ଷିକ ଉତ୍ସବ

 ଯାଜପୁର ଜିଲ୍ଲା ଧର୍ମଶାଳା ର ଅନ୍ୟତମ  ସ୍ବେଛାସେବୀ ସଂଗଠନ 'ଛୋଟ ମୋର ଗାଁଟି ' ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସ୍ତରୀୟ ପ୍ରତିଭା ସମ୍ମାନ ସମାରୋହ ଓ ସର୍ବୋଦୟ ସମାଜ ଗଠନ ରେ ଯୁବ ସମାଜର ଭୂମିକା ଶୀର୍ଷକ ଆଲୋଚନା ଚକ୍ର କୁଆଖିଆ ସ୍ଥିତ ଲାୟନସ୍ କ୍ଲବ ପରିସରରେ ଅନୁଷ୍ଠିତ ହୋଇ…
Read More...

ଓଡ଼ିଶା ହୋଟେଲ ଓ ରେସ୍ତୋରାଁ ସଂଘ ପାଳିଲା ୪୦ ବର୍ଷ ପୂର୍ତି ଉତ୍ସବ

ଓଡ଼ିଶା ହୋଟେଲ ଓ ରେସ୍ତୋରାଁ ସଂଘ ପାଳିଲା ୪୦ ବର୍ଷ ପୂର୍ତି ଉତ୍ସବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହୋଟେଲ୍‌ ମାଲିକ ମାନେ ପର୍ଯ୍ୟଟନ ପ୍ରତିନିଧି ସାଜିବାକୁ ଆହ୍ୱାନ ଦେଇଛନ୍ତି। ଓଡ଼ିଶାର ଆତିଥ୍ୟକୁ ସମୃଦ୍ଧ କରିବାରେ ହୋଟେଲ୍‌ ଆଣ୍ଡ୍ ରେଷ୍ଟୁରାଣ୍ଟ୍…
Read More...

ଜିଲ୍ଲା ବିକାଶ ସମନ୍ବୟ ଓ ତଦାରଖ କମିଟି ‘ଦିଶା’ ଏବଂ ୬୧ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲାପରିଷଦ ଦ୍ବାରା ଜିଲ୍ଲା ବିକାଶ ସମନ୍ବୟ ଓ ତଦାରଖ କମିଟି (ଦିଶା ) ଏବଂ ୬୧ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀଯୁକ୍ତ…
Read More...