ଖୋର୍ଦ୍ଧା ବରୁଣେଇ ପୀଠରେ ପହଞ୍ଚି ବିକାଶର ଅନିୁଧ୍ୟାନ କଲେ 5T ଅଧ୍ୟକ୍ଷ ଭି କାର୍ତିକେୟନ ପଣ୍ଡିଆନ

ଖୋର୍ଦ୍ଧା: ସକାଳୁ ଖୋର୍ଦ୍ଧା ବରୁଣେଇ ପୀଠରେ ପହଞ୍ଚି ବିକାଶର ଅନିୁଧ୍ୟାନ କଲେ 5T ଅଧ୍ୟକ୍ଷ ଭି କାର୍ତିକେୟନ ପଣ୍ଡିଆନ। ଭୋର ସାଢେ ୫ଟାରେ ଖୋର୍ଦ୍ଧାର ମାଆ ବରୁଣେଇ ମନ୍ଦିରରେ ପହଞ୍ଚିଥିଲେ ଫାଇଭ-ଟି ଅଧ୍ୟକ୍ଷ। ମାଆଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଥିଲେ।…
Read More...

କନିଷ୍ଠ ଶିକ୍ଷକଙ୍କୁ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ଭୁବନେଶ୍ବର : ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ…
Read More...

ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି

ଭୁବନେଶ୍ବର : ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି…
Read More...

ରାଜ୍ୟରେ ଆଉ ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର 13ଟି ଜିଲ୍ଲାରେ 22ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା,…
Read More...

କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ…

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ ଅତ୍ୟାଧୁନିକ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କରିବା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ ଗ୍ରାମୀଣ…
Read More...

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା, ପ୍ରତିଥର ପାଇଁ ୫୦ ହଜାର ଟଙ୍କା ସହାୟତା, ସର୍ବାଧିକ…
Read More...

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ…
Read More...

୩୦ ଫୁଟ ତଳକୁ ଖସିଲା କାର

ଘଷିପୁରା : ଆନନ୍ଦପୁର ବ୍ରିଜ୍ ଛକ ଶିଶୁପାର୍କ ନିକଟରେ ଭାରସାମ୍ଯ ହରାଇ ୩୦ ଫୁଟ୍ ତଳକୁ ଖିସିଲା କାର୍ | ଦୁର୍ଘଟଣାରେ ୨ଜଣ ଗୁରୁତର ଆହତ ହୋଇଥିବାବେଳେ ଅନ୍ଯ ତିନିଜଣ ସାମାନ୍ଯ ଆହତ ହୋଇଛନ୍ତି | ସମସ୍ଥ ଆହତ ସ୍ଥାମିୟ ପଦ୍ମପୁର ଗାଁ ହୋଇଥିବା ବେଳେ ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାରୁ ଏକ…
Read More...

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ…
Read More...

ସିଏଏକୁ ନେଇ ବିଜ୍ଞପ୍ତି ଜାରି କଲା କେନ୍ଦ୍ର : ଅଣମୁସଲିମ ଶରଣାର୍ଥୀଙ୍କୁ ମିଳିବ ଭାରତୀୟ ନାଗରିକତା

ସିଏଏକୁ ନେଇ ବିଜ୍ଞପ୍ତି ଜାରି କଲା କେନ୍ଦ୍ର | ସିଏଏ-ସିଟିଜେନସିପ୍ ଆମେଣ୍ଡମେଣ୍ଟ ଆକ୍ଟ | ୩ ପଡୋଶୀ ଦେଶର ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ୱ | ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶ ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ୱ | ଅଣ ମୁସଲିମ ଶରଣାର୍ଥୀ ଙ୍କୁ ମିଳିବ ଭାରତୀୟ ନାଗରିକତା | ୨୦୧୯…
Read More...