ସୁଭଦ୍ରା ଯୋଜନା ସମ୍ପର୍କିତ ଭ୍ରମ ଓ ଭ୍ରାନ୍ତ ଦୂର କରି ଲୋକଙ୍କୁ ସଠିକ ତଥ୍ୟ ପ୍ରଦାନ କରିବ ସଚେତନତା ରଥ
ରାଇରଙ୍ଗପୁର(ସତ୍ୟନାରାୟଣ ପଲ) : ମହିଳାଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ବହୁ ଆକାଂକ୍ଷିତ ଯୋଜନା ସୁଭଦ୍ରାର ଫର୍ମ ବଣ୍ଟନ ଓ ଆବେଦନ ପ୍ରକ୍ରିୟା ଇତିମଧ୍ୟରେ ଆରମ୍ଭ ହୋଇସାରିଛି । ଏହି ଯୋଜନା ସମ୍ପର୍କିତ ଲୋକଙ୍କ ଭିତରେ ରହିଯାଇଥିବା ଭ୍ରମ ଓ ଭ୍ରାନ୍ତ ଧାରଣାକୁ ଦୂର କରି…
Read More...
Read More...