ବାଲେଶ୍ୱର-: କାର୍ଯ୍ୟରେ ଅବହେଳା ଯୋଗୁଁ ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ବାଲେଶ୍ୱର ଏସପି । ନିଲମ୍ବିତ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଜଣେ ହାବିଲଦାର, ୪ କନେଷ୍ଟବଳ ଥିବା ସୂଚନା ରହିଛି । କାର୍ଯ୍ୟ ସମ୍ପାଦନରେ ଅବହେଳା ଅଭିଯୋଗ ଆସିବା ପରେ ଏସପି ଏହି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟାରତଥିଲେ ନିଲମ୍ବିତ ପୋଲିସ କର୍ମଚାରୀ ମାନେ ।