କଟକ : ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା । ଅକ୍ଟୋବର ୩୧ ସୁଦ୍ଧା ଛାଡପତ୍ର ମାମଲାର ହୋଇପାରେ ଫଇସଲା । ଛାଡପତ୍ର ଆବେଦନର ଶୁଣାଣି ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ | ପରିବାର ଅଦାଲତକୁ ନିର୍ଦ୍ଦେଶ , ୩ ମାସ ଭିତରେ ଛାଡପତ୍ର ମାମଲା ଶେଷ ହେଉ |
ତେବେ ଜୁଲାଇ ୩୧ ସୁଦ୍ଧା ସରିବ ଜେରା ପ୍ରକ୍ରିୟା । ପରିବାର ଅଦାଲତରେ ଫଇସଲା ବିଳମ୍ବ ହେଉଥିଲା ଦର୍ଶାଇ ହାଇକୋର୍ଟ ଯାଇଥିଲେ ଅନୁଭବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଘଂନ ହେଉଥିବା ଦର୍ଶାଇଥିଲେ ଅନୁଭବଙ୍କ ଓକିଲ । ବର୍ଷାଙ୍କୁ ଅହେତୁକ ଅନୁକମ୍ପା ଦର୍ଶାଯାଉଥିବା ହାଇକୋର୍ଟରେ ଅଭିଯୋଗ ହୋଇଥିଲା ।