ଭରତପୁର ଥାନା ମାମଲା : ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ୱର : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ମାମଲାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଛନ୍ତି ସରକାର ସଚେତନ ଅଛନ୍ତି । ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ |

ଏହି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି । ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ଜଣ ପୋଲିସ କର୍ମଚାରୀଙ୍କୁ ସସପେଣ୍ଡ କରାଯାଇଛି । ସେପଟେ ଭୁବନେଶ୍ବର ଡିସିପି ପ୍ରତୀକ ସିଂ ମଧ୍ୟ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ।