(ସର୍ବେଶ୍ୱର ପାତ୍ର) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଲ୍ୟାଣ ମଣ୍ଡପ ଠାରେ ଆଜି ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହାକୁ ରାଜ୍ୟ ଖଣି ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଶୁଭାରମ୍ଭ କରିଥିଲେ ଏଠାରେ ୮୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏହାକୁ ପରିଚାଳନା କରିଥିଲେ ସଞ୍ଜୋଜକ ଧର୍ମାନନ୍ଦ ପରିଡା ।