Browsing Category

ଅପରାଧ

ସରକାରୀ ଟଙ୍କା ଆତ୍ମସାତ କରି ଗିରଫ ହେଲେ ପିଇଓ

ଭୁବନେଶ୍ୱର-: ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ । ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ହେଲେ ଅକ୍ରୁର ମାଝୀ । ପଞ୍ଚାୟତର କାମ ନ କରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ହଡପ କରିଥିବା…
Read More...

ପୂର୍ବତନ ଉପ ଜିଲ୍ଲାପାଳ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର-: ପୂର୍ବତନ ଉପ ଜିଲ୍ଲାପାଳ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ଲାଞ୍ଚ ନେବା ମାମଲାରେ ଗିରଫ ହେବା ପରେ ଏବେ ଜେଲରେ ଅଛନ୍ତି ଧୀମାନ । ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଧୀମାନ ୧୦ ଲକ୍ଷ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ…
Read More...

ପାରିବାରିକ କଳହ ପାଇଁ ବିଷ ପିଇ ଚାଲିଗଲେ ଶାଶୁ-ବୋହୂ;ସ୍ୱାମୀ ଗୁରୁତର

ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ପାରିବାରିକ କଳହ ପାଇଁ ବିଷ ପିଇ ଚାଲିଗଲେ ଶାଶୁ-ବୋହୂ;ସ୍ୱାମୀ ଗୁରୁତର । ଏଭଳି ଅଭାବନୀୟ ଘଟଣା କଟକ ବଡମ୍ବା ବଡବାରସିଂହ ଗାଁରେ ଦେଖିବାକୁ ମିଳିଛି । ମୃତଦ୍ଦ୍ୱୟ ହେଉଛନ୍ତି ଶାଶୁ ନିବାସୀ ସେନାପତି, ବୋହୂ ସଙ୍ଗୀତା ସେନାପତି । ସେପଟେ ସ୍ୱାମୀ ଭାଗିରଥୀ ସେନାପତି…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି-: ଏନ୍‌କାଉଣ୍ଟରରେ ୩ ଦୁର୍ଦ୍ଦାନ୍ତ ଟପ୍‌ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଏନ୍‌କାଉଣ୍ଟର୍ ହୋଇଛି । ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି। ଏନକାଉଣ୍ଟରରେ ସେଣ୍ଟ୍ରାଲ କ୍ୟାଡ଼ର ମାଓବାଦୀ ଗଜରାଲା ରବି…
Read More...

ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣିଥରେ ମାଓବାଦୀ ମାନେ ଉପଦ୍ରବ ଆରମ୍ଭ କଲେଣି

ମାଲକାନଗିରି-: ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣିଥରେ ମାଓବାଦୀ ମାନେ ଉପଦ୍ରବ ଆରମ୍ଭ କଲେଣି । ଜଣେ ଆତ୍ମସମର୍ପଣକାରୀ ନକ୍ସଲ ନେତାଙ୍କ ପରିବାରର ୩ଜଣଙ୍କୁ ହତ୍ୟା କରିଛନ୍ତି । ଏହାସହ  ମାଡ଼ମାରି ଗ୍ରାମର ୭ଜଣଙ୍କୁ ଆହତ କରିଛନ୍ତି । ସୂଚନା ଅନୁଯାୟୀ, ଗତକାଲି…
Read More...

କେନ୍ଦୁଝରରେ ନାବାଳିକାକୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

କେନ୍ଦୁଝର-: କେନ୍ଦୁଝରରେ ନାବାଳିକାକୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ଦୁର୍ବୃତ୍ତମାନେ ନାବାଳିକାଙ୍କୁ ହତ୍ୟା କରିବା ପରେ ବେକରେ ଦଉଡ଼ି ବାନ୍ଧି ସଜନାଗଛରେ ଟାଙ୍ଗି ଦେଇଛନ୍ତି । ଏହାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ…
Read More...

ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍‌ବ୍ରାଞ୍ଚକୁ…

ଗୋପାଳପୁର-: ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍‌ବ୍ରାଞ୍ଚକୁ ଦିଆଯାଇଛି । ଶୀଘ୍ର ତଦନ୍ତ କରିବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
Read More...

ଲାଞ୍ଚ ନେଇ ଧରାପଡିଲେ ଅବକାରୀ ସବ ଇନ୍ସପେକ୍ଚର

ଟାଙ୍ଗୀ;- (ରାକେଶ ଜଗଦ୍ଦେବ) ଲାଞ୍ଚ ନେଇ ଧରାପଡିଲେ ଅବକାରୀ ସବ ଇନ୍ସପେକ୍ଚର । ଲାଇସେନ୍ସ ପ୍ରାପ୍ତ ମଦ ଦୋକାନୀ ଠାରୁ ନିଜ କାର୍ୟ୍ୟାଳୟ ଭିତରେ ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ଟାଙ୍ଗୀ ଅବକାରୀ ସବ ଇନ୍ସପେକ୍ଟର ଅମରେନ୍ଦ୍ର ସତପଥି ୮ ହଜାର ଟଙ୍କା ଲାଞ୍ଚ ନେଉଥିଲେ ।…
Read More...

ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି…

ଭୁବନେଶ୍ୱର-: ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ଦୃଢ ନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ । ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ । ଏ ଘଟଣାରେ…
Read More...

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ

ଭୁବନେଶ୍ୱର-: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ । ଘଟଣାକୁ ନେଇ ଉଦ୍‌ବେଗ୍‌ ପ୍ରକାଶ କରିବାସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି କମିଶନ । ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ…
Read More...