Browsing Category
ଅପରାଧ
ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା
ମାଓବାଦୀଙ୍କ ବର୍ବରକାଣ୍ଡ । ପୋଲିସ ଇନଫର୍ମର ଭାବି, ଯୁବକଙ୍କୁ ହତ୍ୟା କରିଦେଲେ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର, କାଙ୍କେର ଜିଲ୍ଲାରେ ପୁଣି ଥରେ ମାଓବାଦୀଙ୍କ ଏଭଳି ବର୍ବରତା ସମସ୍ତଙ୍କୁ ସ୍ତବ୍ଧ କରିଛି । ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ଛୋଟେବେଠିଆ ଥାନା ଅଞ୍ଚଳର…
Read More...
Read More...
ଗୋପାଳପୁର ଗଣଦୁଷ୍କର୍ମ ମାମଲା
ଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମ ମାମଲା । ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ ମାମଲାରେ, ଅଭିଯୁକ୍ତ ଓମ୍ ପ୍ରଧାନର ଜାମିନ ଆବେଦନକୁ ଏଡିଜେ -୨ କୋର୍ଟ ଖାରଜ କରିଛନ୍ତି I ଅଭଯୁକ୍ତ ଓମ୍ର ଓକିଲ କୋର୍ଟରେ ତାଙ୍କ ଜାମିନ ଆବେଦନ କରିଥିଲେ | ହେଲେ ଏହାକୁ ସରକାରୀ ଓକିଲ ବିରୋଧ…
Read More...
Read More...
ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭୁଲ ଇଞ୍ଜେକ୍ସନ ଯୋଗୁଁ ରୋଗୀ ମୃତ୍ୟ ଅଭିଯୋଗ
ଯାଜପୁର:- ପୁଣି ସାମ୍ନାକୁ ଆସିଲା ରାଜ୍ୟ ସ୍ୱାସ୍ଥ୍ୟସେବା ଅବହେଳାର ସାଂଘାତିକ ଚିତ୍ର । ଭୁଲ ଇଞ୍ଜେକ୍ସନ ଯୋଗୁଁ ଚାଲିଗଲା ରୋଗୀର ଜୀବନ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭୁଲ ଇଞ୍ଜେକ୍ସନ ଯୋଗୁଁ ରୋଗୀ ମୃତ୍ୟ ଅଭିଯୋଗ ହୋଇଛି । ମୃତକ ହେଲେ କୁଆଖିଆ ଥାନା ବାଉଁଶଅଣ୍ଟା ଗାଁର ଭରତ…
Read More...
Read More...
ସେନାବାହିନୀର ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କୁ ଡିଜିଟାଲ ଆରେଷ୍ଟ କରି କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକି ନେଲେ ସାଇବର…
କଟକ:- ସେନାବାହିନୀର ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କୁ ଡିଜିଟାଲ ଆରେଷ୍ଟ କରି କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକି ନେଇଥିବା ଏକ ସାଇବର ଅପରାଧୀ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି କଟକ ସାଇବର ଥାନା ପୋଲିସ । ଡାକ୍ତରଙ୍କ ଠାରୁ ଏକ କୋଟି ନଅ ଲକ୍ଷ ୪୬ ହଜାର ଟଙ୍କା ହଡ଼ପ କରିନେଇଛି ଏହି ଗ୍ୟାଙ୍ଗ ।…
Read More...
Read More...
ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକର ଜଣେ ନବମ ଶ୍ରେଣୀର ଛାତ୍ରୀ ସହ ପାଶବିକ ଅତ୍ୟାଚାର
ସମ୍ବଲପୁର:- ପୁଣି ସମ୍ବଲପୁରରେ ଲଜ୍ୟା । ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ୍ର ଜଣେ ନବମ ଶ୍ରେଣୀର ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ଫେରାର ଅଛି । ଯୁଯୁମୁରା ବ୍ଲକ୍ର ସୁଶାନ୍ତ ମିର୍ଧା ମୁଖ୍ୟ ଅଭିଯୁକ୍ତ ହୋଇଥିବାବେଳେ…
Read More...
Read More...
ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ଏମ୍ଡି ସାମଦକୁ ଏନକାଉଣ୍ଟର କଲା ପୋଲିସ
ସମ୍ବଲପୁର:- ସମ୍ବଲପୁରରେ ପୋଲିସ ଏନକାଉଣ୍ଟର । ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ଏମ୍ଡି ସାମଦକୁ ଏନକାଉଣ୍ଟର କଲା ପୋଲିସ । ସାମଦ ଓ ତାର ଭାଇ ଏମଡି ଓ୍ବାସିମ ଜଣଙ୍କୁ ଛୁରାମାଡ କରି ହତ୍ୟା କରିଥିଲେ । ପୋଲିସ ଉଭୟଙ୍କୁ ଧରିବାକୁ ଯାଇଥିବାବେଳେ, ସେମାନେ ପୋଲିସ ଉପରକୁ ଗୁଳିଚଳାଇଥିଲେ ।…
Read More...
Read More...
OYO ରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ
OYO ରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ। ଫାର୍ମାସୀ ଛାତ୍ରଙ୍କ ମୃତଦେହ ଉଦ୍ଧାର। ଭଗବାନପୁର ସ୍ଥିତ ସମୃଦ୍ଧି ରେଶିଡେନ୍ସରେ ଘଟିଛି ଘଟଣା।ମୃତ ଯୁବକ ହେଲେ ସିପୁନ ମୁରୁନି। ସିପୁନ ମହାବୀର ଫାର୍ମାସୀ କଲେଜର ଛାତ୍ର। କିଛି ଦିନ ହେବ କଲେଜ କି ଘରକୁ ଯାଉ ନଥିଲେ। ମାସେ ହେବ ଓୟୋ ରେ…
Read More...
Read More...
କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି
କନ୍ଧମାଳ:- କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଏଥିରେ ୧୦ ଟନ୍ ବିସ୍ଫୋରକ ସାମଗ୍ରୀ ରହିଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ତଳଦାନ୍ତଲିଙ୍ଗି ଗାଁର ଆଲୋକ ଓରଫ…
Read More...
Read More...
କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା
କଟକ:- ରାଜ୍ୟରେ ଥମୁନି ଲଜ୍ଜା । କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଘଟିଛି ଲଜ୍ଜାଜନକ ଘଟଣା । ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ଗତ ୮ ତାରିଖରେ ଘଟଣା ଘଟିଥିବାବେଳେ ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ନାବାଳିକା ଜଣକ…
Read More...
Read More...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ…
ଅନୁଗୁଳ:- ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ କରିଛି ଭିଜିଲାନ୍ସ । ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା…
Read More...
Read More...