Browsing Category

ଶିକ୍ଷା

ଆରଆଇ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସର୍ଭର ଡାଉନ, ଯାନ୍ତ୍ରିକ ତ୍ରୁଟି ସମସ୍ୟା

ଆରଆଇ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସର୍ଭର ଡାଉନ, ଯାନ୍ତ୍ରିକ ତ୍ରୁଟି ପାଇଁ ଘଣ୍ଟା ଘଣ୍ଟା ଧରି ଛିଡ଼ା ହେବ ସହିତ ଅନେକ ସ୍ଥାନରେ ପରୀକ୍ଷା ଦେଇ ପାରିନାହାଁନ୍ତି ପରୀକ୍ଷାର୍ଥୀ । ଆଜି ରାଜ୍ୟରେ ୮୫ରୁ ଅଧିକ ସ୍ଥାନରେ ଆରଆଇ ପରୀକ୍ଷା ହେଉଥିବା ବେଳେ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ଏଭଳି…
Read More...

ମହାମାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ 

ଯାଜପୁର : ପ୍ରତି ବର୍ଷ ଭଳି ଏବର୍ଷ ମଧ୍ୟ ଓଡିଶାର ସବୁ ଜିଲ୍ଲାରେ ପାଳନ କରାଯାଉଛି, ଶିଶୁ ମହୋତ୍ସବ ସୁରଭି-2025 କାର୍ଯ୍ୟକ୍ରମ ।  ସୁକିନ୍ଦା ବ୍ଲକ ଦୁଧୁଜୋରୀ ପଂଚାୟତ ମଠଛକ ସ୍ଥିତ, ମହାମାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମଙ୍ଗଳପୁର ଠାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

“ପ୍ରତିଭା-୨୦୨୫” ଉଦଯାପିତ

ଅନୁଗୁଳ : ଅନୁଗୁଳର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ ପକ୍ଷରୁ ବାର୍ଷିକ ରାଜ୍ୟ ସ୍ତରୀୟ ଉତ୍ସବ ୨୦୨୫ ଉଦଯାପିତ ହୋଇଯାଇଛି। ଉଦଯାପନୀ ସନ୍ଧ୍ୟାକୁ ମୁଖ୍ୟ ଅତିଥି ରୂପେ ଉଦଘାଟନ କରିଥିଲେ ନଗରପାଳ ଅକ୍ଷୟ କୁମାର ସାମନ୍ତ। ଶ୍ରୀ ସାମନ୍ତ ଅନୁଷ୍ଠାନର ଉଚ୍ଚ ପ୍ରଶଂସା କରିବା ସହ ଅନୁଗୁଳରେ…
Read More...

ରାଜସ୍ଥାନ କୋଟାରେ ନିଟ୍‌ କୋଚିଂ ନେଉଥିବା ଓଡ଼ିଆ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ରାଜସ୍ଥାନ କୋଟାରେ ନିଟ୍‌ କୋଚିଂ ନେଉଥିବା ଓଡ଼ିଆ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ । ସଂପୃକ୍ତ ଛାତ୍ର ଗଞ୍ଜାମ ଜିଲ୍ଲା ଜରଡା ଥାନା ଅଭୟପୁରର ରୋଶନ କୁମାର ପାତ୍ର । ରୋଷନ ଗତବର୍ଷ ଠାରୁ କୋଟାରେ ରହି ଏକ ଅନୁଷ୍ଠାନରେ ତାଲିମ ନେଉଥିଲେ ଏବଂ ଜଣେ ସମ୍ପର୍କୀୟ ଭାଇଙ୍କ ସହ କୋଟାରେ ଗୋଟିଏ ରୁମରେ…
Read More...

ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଦ୍ୱାରା ପରିଚାଳିତ ପୋଲିସ ଏସ୍‌ଆଇ ପରୀକ୍ଷା ପାଇଁ ହୋଇଥିଲା ୨୯ କୋଟିର ଡିଲ୍‌

ରାଜ୍ୟରେ ମାଳମାଳ ବେକାରୀ, ଚାକିରି ଖଣ୍ଡିଏ ନପାଇ ଯୁବପିଢ଼ି ଚିନ୍ତାରେ ରହୁଛନ୍ତି । ଅନେକ ସମୟରେ ଖୁବ୍ କମ୍ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଲକ୍ଷ ଲକ୍ଷ ଆଶାୟୀ ଆବେଦନ କରୁଥିବା ଦେଖିବାକୁ ମିଳୁଛି । ଏପରି ସମୟରେ ପୁଣି ଚାକିରିକୁ ନେଇ ଜାଲିଆତି ହୋଇଥିବା ଅଭିଯୋଗ ଆସିଛି । ପୋଲିସ…
Read More...

ପ୍ରିୟାଂଶୁ ପାଲ୍‌ ଓସିଏସ ଟପ୍ପର ହୋଇଥିବା ବେଳେ ଅନନ୍ୟା ମିଶ୍ର ଦ୍ଵିତୀୟ ସ୍ଥାନରେ

ଭୁବନେଶ୍ବର:- ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ପରୀକ୍ଷାରେ ପ୍ରିୟାଂଶୁ ପାଲ ଶୀର୍ଷ ସ୍ଥାନ ଦଖଲ କରିଥିବା ବେଳେ ପ୍ରଥମ ୧୦…
Read More...

ପ୍ରାର୍ଥୀଙ୍କର ସାକ୍ଷାତକାରରେ ପାଇଥିବା ମାର୍କ ଜାଣିବାର ପୂର୍ଣ୍ଣ ଅଧିକାର ରହିଛି

ଭୁବନେଶ୍ୱର:- ୨୦୨୨ ମସିହାରେ ସହକାରୀ ଶିକ୍ଷକ ପଦବୀ ପାଇଁ ମନୋନୀତ ହୋଇ ନଥିବା ଜଣେ ପ୍ରାର୍ଥୀଙ୍କୁ ସାକ୍ଷାତକାର ମାର୍କ ପ୍ରଦାନ କରିବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦିଆଯାଇଛି । ଭଦ୍ରକ ଜିଲ୍ଲାର ଶ୍ରୀମତୀ ମିନତୀ ରାଣୀ ମହାପାତ୍ର ଇତିହାସ ବିଷୟ ପାଇଁ ସହକାରୀ ଶିକ୍ଷକ ପଦବୀ…
Read More...

ସ୍କିମାଟିକ୍ ଶିକ୍ଷକଙ୍କୁ “ନିୟମିତ ଶିକ୍ଷକ” ଭାବେ ନିଯୁକ୍ତି ଘୋଷଣା

ସ୍କିମାଟିକ୍ ଶିକ୍ଷକଙ୍କୁ "ନିୟମିତ ଶିକ୍ଷକ" ଭାବେ ନିଯୁକ୍ତି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲା ଓଡିଶା କନିଷ୍ଠ ଶିକ୍ଷକ ସଂଘ । ୨୦୨୫ରେ ନିଯୁକ୍ତି ପାଇଥିବା ରାଜ୍ୟର ୧୩ ହଜାରରୁ ଉର୍ଦ୍ଧ୍ୱ  ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କୁ "ନିୟମିତ ଶିକ୍ଷକ" ଭାବେ ନିଯୁକ୍ତି ଦେବାପାଇଁ…
Read More...

୪ ଓ ୫ରେ ପୋଲିସ SI ପରୀକ୍ଷା

ଅକ୍ଟୋବର ୪ ଓ ୫ରେ ପୋଲିସ SI ପରୀକ୍ଷା । ପୂର୍ବରୁ ୨ ଥର ଘୁଞ୍ଚିଥିଲା SI ପରୀକ୍ଷା । ହେଲେ ବର୍ତ୍ତମାନ ଏ ନେଇ ଓଡିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଜାରି ହୋଇଛି  ବିଜ୍ଞପ୍ତି । ସେପ୍ଟେମ୍ବର ୨୦ ପରଠାରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ଆବେଦନକାରୀ । odishapolice.gov.inରୁ…
Read More...

ଶିକ୍ଷକ ବସନ୍ତ ରଣାଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ

ମାଲକାନଗିରି :- ଆଜି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ  ହୋଇଥିବା ଶିକ୍ଷକ ବସନ୍ତ କୁମାର ରଣାଙ୍କୁ, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ୱର୍ଦ୍ଧନା ପ୍ରଦାନ କରିଛନ୍ତି। ଏହି ଜାତୀୟ ସ୍ତର ସଫଳତାରେ ଜିଲ୍ଲାପାଳ ନିଜର ଖୁସି ବ୍ୟକ୍ତ କରିବା ସହ…
Read More...