Browsing Category

ପର୍ବ ପର୍ବାଣୀ

ମା’ ଭଗବତୀଙ୍କ ମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କପ୍ତିପଦା:- ମା’ ଭଗବତୀଙ୍କ ମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ କୁକୁରଢିମା ଗ୍ରାମରେ ଥିବା, ମା’ ଭଗବତୀଙ୍କ ମନ୍ଦିରରେ 18 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୁଇ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ, ଆଜି ସ୍ଥାନୀୟ ଜଳାଶୟରୁ ଏକ…
Read More...

ହୋଲିରେ ବିଶୃଙ୍ଖଳାକାରୀଙ୍କୁ ସାବାଡ କରିବ କମିଶନରେଟ୍ ପୋଲିସ

ରାତି ପହିଲେ ରଙ୍ଗୀନ ହେବ ସାରା ଓଡ଼ିଶା । ହୋଲି ରଙ୍ଗରେ ସମସ୍ତେ ହେବେ ମସଗୁଲ । ତେବେ ହୋଲିକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ କଟକ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ହୋଲିରେ ବିଶୃଙ୍ଖଳାକାରୀଙ୍କୁ ସାବାଡ କରିବ କମିଶନରେଟ୍ ପୋଲିସ । ହୋଲି ପାଇଁ କଟକ…
Read More...

ପାରଳାଖେମୁଣ୍ଡିରେ ଦୋଳ ଉତ୍ସବ ଶୁଭାରମ୍ଭ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଦୋଳଉତ୍ସବ 2026 ଶୁଭାରମ୍ଭ ।  ଦୋଳବନ୍ଧ ନିକଟରେ ଦୋଳ ଉନ୍ନୟନ କମିଟି, ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଉଦ୍ୟମରେ ତଥା ପାରଳାଖେମୁଣ୍ଡି ପୌର ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦୋଳ ଉତ୍ସବର ଶୁଭାରମ୍ଭ ହୋଇଛି । ପ୍ରଥମ…
Read More...

ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ଫଗୁ ଦଶମୀ । ଦୋଳ ଯାତ୍ରାକୁ ନେଇ ଉତ୍ସବ ମୁଖର ଶ୍ରୀକ୍ଷେତ୍ର । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ ହୋଇଛି । ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ଚାଚେରୀ ବେଶ ଅନ୍ୟତମ । ଫଗୁ…
Read More...

ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ

ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ ଗତ ବର୍ଷ ଶ୍ରୀ ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ୭୭୦ ଟଙ୍କା ଦାନ ସଂଗ୍ରହ କରାଯାଇଛି ଭକ୍ତମାନେ ଉକ୍ତ ବର୍ଷ ରେ ୩ କିଗ୍ରା ୪୪୧ଗ୍ରାମ ୩୦୦ମିଗ୍ରା ମିଶ୍ରିତ ସୁନା ଓ ୩୩ କିଗ୍ରା ୬୪୮ ଗ୍ରାମ ୯୫୦ମିଗ୍ରା ମିଶ୍ରତ ରୁପା ଅଳଙ୍କାର ଦାନ…
Read More...

ଆରମ୍ଭ ହୋଇଛି “ମେଘାସନୀ ମୋହତ୍ସବ”

ମୟୂରଭଞ୍ଜ :- ବାରିପଦା ଛଉ ପଡ଼ିଆରେ ଆରମ୍ଭ ହୋଇଛି “ମେଘାସନୀ ମହୋତ୍ସବ” । ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ସହଯୋଗରେ ଏହି ମହୋତ୍ସବ ଉଦ୍ଘାଟନ ହୋଇଯାଇଛି । ମହୋତ୍ସବକୁ ରାଜ୍ୟସଭା ସାଂସଦ ମମତା ମହାନ୍ତ ଉଦ୍ଘାଟନ କରିଥିବା ବେଳ, ଉତ୍ସବରେ ବାରିପଦା ବିଧାୟକ ପ୍ରକାଶ ସରେନ, ବଡ଼ସାହି ବିଧାୟକ…
Read More...

ଆନ୍ତର୍ଜାତିକ ନାଟକ ମହୋତ୍ସବ ଉଦଘାଟିତ

ପାରାଦୀପ:- ଜାତୀୟ ନାଟ୍ୟ ବିଦ୍ୟାଳୟ  ନୂଆ ଦିଲ୍ଲୀ, ପାରାଦୀପ ବନ୍ଦର ଓ କାନମାସ୍ ପାରାଦୀପର ମିଳିତ ଆନୁକୁଲ୍ୟରେ ପାରାଦୀପର ଜୟଦେବ ସଦନ ଠାରେ ୨୫ତମ ଆନ୍ତର୍ଜାତିକ ନାଟକ ମହୋତ୍ସବ ହୋଇଯାଇଛି । କାନମାସର ଉପଦେଷ୍ଟା କ୍ୟାପଟେନ ଅତୁଲ୍ୟ ମହାପାତ୍ରଙ୍କ ସଭାପତିରେ ଆୟୋଜିତ ଉଦଘାଟନ କାର୍ଯ୍ୟକ୍ରମରେ…
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି।

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଭାରତର ମହାନ୍ ଜନ ନାୟକ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ପଶ୍ଚିମ ଓଡ଼ିଶାର ବିଶିଷ୍ଟ…
Read More...

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମାଆ ବାଗଦେବୀଙ୍କ ପୂଜାର୍ଚ୍ଚନା । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ। ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ। ଶ୍ରୀ ପଞ୍ଚମୀରେ ମାଆଙ୍କର ସ୍ୱତନ୍ତ୍ର ନୀତିକାନ୍ତି ।…
Read More...

 ଦ୍ୱିତୀୟ ଦିନରେ ଗଜପତି ଉତ୍ସବ ମହାସମାରୋହରେ ପାଳିତ

ଗଜପତି ଉତ୍ସବ ,ପଲ୍ଲିଶ୍ରୀ ମେଳା, ଆତ୍ମନିର୍ଭର ଭାରତ ଓ ସ୍ଵଦେଶୀ ମେଳା ଦ୍ୱିତୀୟ ଦିରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ସୋମବାର ଦ୍ୱିତୀୟ ସନ୍ଧ୍ୟାରେ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ଅତିରିକ୍ତ ଜିଲ୍ଲାପାଳ ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ…
Read More...