Browsing Category

ପର୍ବ ପର୍ବାଣୀ

ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା ସହ ସୁରୁଖୁରୁରେ ସର୍ବସାଧାରଣ ଦର୍ଶନ ଚାଲିଛି ।…
Read More...

ରାଜାରାଜୁଡା ଅମଳର ମା ଭୈରବୀଙ୍କ ମନ୍ଦିରର ରତ୍ନମୁଦ ଉତ୍ସବ

ମା ଭୈରବୀଙ୍କ ମନ୍ଦିରର ରତ୍ନମୁଦ ଅବସରରେ ବୌଦ୍ଧ ଜିଲ୍ଲା ତିଲେଶ୍ଵର ପଞ୍ଚାୟତ ତାକୁଡ଼ ଗାଁରେ ଭବ୍ୟ  କଳସ ଶୋଭାଯାତ୍ରା ସହ ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସକାଳୁ ଗାଁର ଶତାଧିକ ମହିଳାମାନେ ନୂଆ ପାରମ୍ପରିକ ପୋଷାକ ପିନ୍ଧି, ମୁଣ୍ଡରେ ମାଟି କଳସ ନେଇ ଭକ୍ତିଭାବ ସହ ଶୋଭାଯାତ୍ରାରେ…
Read More...

କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀରେ ବଳୀ ବାମନ ଓ ପର୍ଶୁରାମ ବେଶରେ ଦର୍ଶନ ଦେଲେ ଜଗନ୍ନାଥ ଓ ବଳଭଦ୍ର

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସର ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ  ତିଥିରେ ଠାକୁରଙ୍କ ଦର୍ଶନ ଓ ସକାଳ ଆଳତୀ ଦର୍ଶନ ସକାଶେ ଶତାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। କାର୍ତ୍ତିକ ମାସ ଏକ ପବିତ୍ର ଓ ପୁଣ୍ୟ ମାସ ହୋଇଥିବାରୁ…
Read More...

କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ ତିଥିରେ ବରାହ ଓ ନୃସିଂହ ବେଶରେ ଦର୍ଶନ ଦେଲେ ଜଗନ୍ନାଥ ଓ ବଳଭଦ୍ର

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସର ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଠାକୁରଙ୍କ ଦର୍ଶନ ସକାଶେ ଶତାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। କାର୍ତ୍ତିକ ମାସ ଏକ ପବିତ୍ର  ପୁଣ୍ୟ ମାସ ହୋଇ ଥିବାରୁ ପାରଳାଖେମୁଣ୍ଡି ସହର ସମେତ ଆଖପାଖ…
Read More...

ଛଟମାୟୀଙ୍କ ପୂଜା ଅନୁଷ୍ଠିତ

ଅନୁଗୋଳ : ଅନୁଗୋଳ ଶୈଳ ଶ୍ରୀକ୍ଷେତ୍ର ନିକଟରେ ଥିବା ନାରଣ ସାଗର କୂଳରେ ଛଟମାୟୀ ପୂଜା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳରେ ବସବାସ କରୁଥିବା ବିହାର, ଝାଡ଼ଖଣ୍ଡ,ୟୁପି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ବହୁ ସଂଖ୍ୟାରେ ଚଉରା ଗଛ ମୂଳେ ଷଠି ଦେବୀଙ୍କ ପୂଜା କରିବା ସହ ଅସୁଗାମୀ…
Read More...

“ପ୍ରତିଭା-୨୦୨୫” ଉଦଯାପିତ

ଅନୁଗୁଳ : ଅନୁଗୁଳର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ ପକ୍ଷରୁ ବାର୍ଷିକ ରାଜ୍ୟ ସ୍ତରୀୟ ଉତ୍ସବ ୨୦୨୫ ଉଦଯାପିତ ହୋଇଯାଇଛି। ଉଦଯାପନୀ ସନ୍ଧ୍ୟାକୁ ମୁଖ୍ୟ ଅତିଥି ରୂପେ ଉଦଘାଟନ କରିଥିଲେ ନଗରପାଳ ଅକ୍ଷୟ କୁମାର ସାମନ୍ତ। ଶ୍ରୀ ସାମନ୍ତ ଅନୁଷ୍ଠାନର ଉଚ୍ଚ ପ୍ରଶଂସା କରିବା ସହ ଅନୁଗୁଳରେ…
Read More...

ଦୀପାବଳି ତାରିଖକୁ ନେଇ ଦ୍ବନ୍ଦ୍ବ, ୨୦ ନା ୨୧ରେ ପାଳିବେ ଦୀପାବଳି?

ଭୁବନେଶ୍ଵର: ପାଖେଇ ଆସିଲାଣି ଆଲୋକର ପର୍ବ ଦୀପାବଳି। ଗାଁଠୁ ସହର ସମସ୍ତେ ଏହି ପର୍ବ ପାଳିବାକୁ ପ୍ରସ୍ତୁତ ହେଲେଣି। ହେଲେ ଅନ୍ୟ ସବୁ ପର୍ବ ପରି ଦୀପାବଳିକୁ ନେଇ ଦ୍ୱନ୍ଦ ସୃଷ୍ଟି ହୋଇଛି। କେବେ ପାଳିବେ ଦୀପାବଳି। ଅକ୍ଟୋବର ୨୦ ତାରିଖ ନା ୨୧ ତାରିଖ। ପୁଣି ଏକ ପର୍ବକୁ ନେଇ ଦେଖାଦେଇଛି…
Read More...

ବିରାଜିଛନ୍ତି ଗଜଲକ୍ଷ୍ମୀ, ଭୁବନେଶ୍ଵରଠୁ ଢେଙ୍କାନାଳ ସବୁଠି ଉତ୍ସବ ମୁଖର

ଭୂବନେଶ୍ଵର: ଚାଲିଛି ପାର୍ବଣ ଋତୁ । ଜଗତଜନନୀଙ୍କ ମା' ଦୁର୍ଗାଙ୍କ ମେଲାଣି ପରେ ଧରାପୃଷ୍ଠକୁ ଧରାବତଣ କରିଛନ୍ତି ଧନଦାତ୍ରୀ ମା' ଲକ୍ଷ୍ମୀ । ଆଜି ଗଜଲକ୍ଷ୍ମୀ ପୂଜା । ଓଡିଶାର ଅନ୍ୟତମ ପ୍ରସିଦ୍ଧ ଗଣପର୍ବ ହେଉଛି ଗଜଲକ୍ଷ୍ମୀ ପୂଜା । ପଦ୍ମହସ୍ତା କମଳାଙ୍କୁ ସ୍ବାଗତ ନେଇ ଚଳଚଞ୍ଚଳ ହୋଇ ଉଠିଛି…
Read More...

ଆଜି କୁମାର ପୂର୍ଣ୍ଣିମା, ଭଲ ବର ପାଇବାକୁ ଚାନ୍ଦ ପୂଜା କରିବେ କୁଆଁରୀ

ଭୁବନେଶ୍ଵର: କୁଆଁରୀ ଝିଅଙ୍କ ପର୍ବ କୁଆଁରପୁନେଇ । ଏହିଦିନ କୁଆଁରୀ ମାନେ ସଜବାଜ ହୋଇ ହାତରେ ପୂଜାଥାଳି ଧରି ଚାନ୍ଦ ବନ୍ଦେଇବାକୁ ଅଗଣାରେ ଏକାଠି ହୋଇଥାନ୍ତି । ଲୋକକଥା ଅନୁଯାୟୀ ଏହି ପୂଜା କୁଆଁରୀ ଝିଅମାନେ ନିଷ୍ଠାର ସହ କଲେ ତାଙ୍କୁ ଚାନ୍ଦପରି ସୁନ୍ଦର ଓ ସ୍ଵଭାବରେ ଭଲ ବର ମିଳିଥାଏ ।…
Read More...

ଆଜି ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ:- ଆଜି ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଏହି ଅବସରରେ ମହାବାହୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । କିରିଟି, ଚୁଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଶ୍ରୀଭୂଜ, ଶ୍ରୀପୟର ଓ ଘାଗଡ଼ା ମାଳି ଆଦି…
Read More...