Browsing Category

ପର୍ବ ପର୍ବାଣୀ

ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ବିଜୟା ଦଶମୀ

ଭୁବନେଶ୍ୱର: ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ…
Read More...

ଆଜି ପୀଠରେ ମହାମାୟାଙ୍କ ଦଶମୀ, ମଣ୍ଡପରେ ମହାନବମୀ

ଭୁବନେଶ୍ବର: ଚାରିଆଡ଼େ ପାର୍ବଣର ମହକ । ଉତ୍ସବ ମୁଖର ପରିବେଶ । ସୁନା, ରୁପା ମେଢରେ ଶୋଭା ପାଉଛନ୍ତି ଦେବୀ ଦୁର୍ଗା । ବିଭିନ୍ନ ସ୍ଥାନରେ ସୁଉଚ୍ଚ ତୋରଣ ମନ ମୋହୁଛି । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମହାଆଡମ୍ବରରେ ଦୁର୍ଗାପୂଜା ଚାଲିଛି । ମେଢ଼ ଦେଖିବା ପାଇଁ ସନ୍ଧ୍ୟା…
Read More...

ଆସନ୍ତା ୩ ତାରିଖ ଦିନ ଭୁବନେଶ୍ଵର ଭସାଣି ନିମନ୍ତେ ଟ୍ରାଫିକ ଆଡଭାଇଜାରି ଜାରି କଲା କମିସନରେଟ୍ ପୋଲିସ

ଭୁବନେଶ୍ଵର:- ଆସନ୍ତା ୩ ତାରିଖ ଦିନ ଭସାଣି ନିମନ୍ତେ ଟ୍ରାଫିକ ଆଡଭାଇଜାରି ଜାରି କଲା କମିସନରେଟ୍ ପୋଲିସର । ଭୁବନେଶ୍ଵର ସହରରେ ୪ଟି ରାସ୍ତାରେ ୪ଟି ଭସାଣି କମିଟିର ଭସାଣି ଉତ୍ସବ ପାଳନ କରାଯିବ । ଭୁବନେଶ୍ଵର ଭସାଣି ଉତ୍ସବ କମିଟି- ସହିଦ ନଗର, ରାଜଧାନୀ ମନ୍ଦିର ସୁରକ୍ଷା ଭସାଣି କମିଟି-…
Read More...

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି, ଜାଣନ୍ତୁ

ଭୁବନେଶ୍ଵର: ବିଜୟାଦଶମୀ ଅବସରରେ ଏଥର ରାଜଧାନୀ ଭୁବନେଶ୍ଵରରେ ରାବଣପୋଡ଼ି ଅନୁଷ୍ଠିତ ହେବ । ତେବେ ଚଳିତବର୍ଷ ଭୁବନେଶ୍ଵରର ୭ଟି ସ୍ଥାନରେ ରାବଣପୋଡ଼ି ପାଇଁ ଅନୁମତି ଦିଆଯାଇଥିବା ନେଇ ସୂଚନା ଦେଇଛି କମିଶନରେଟ୍ ପୋଲିସ । ନହରକଣ୍ଟା, ବରମୁଣ୍ଡା, ବଡ଼ଗଡ଼ କୋରଡ଼କଣ୍ଟାରେ ହେବ ରାବଣ ପୋଡ଼ି ।…
Read More...

କଟକର ଐତିହାସିକ ବାଲିଯାତ୍ରା ଉପର ପଡ଼ିଆରେ ହେବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି, ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ

କଟକ:- କଟକ ବାଲିଯାତ୍ରା ଉପର ପଡ଼ିଆରେ ହୋଇପାରେ ବାଲିଯାତ୍ରା । କଟକର ଐତିହାସିକ ବାଲିଯାତ୍ରା ଉପର ପଡ଼ିଆରେ ହେବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି । ଏନେଇ ହାଇକୋର୍ଟଙ୍କୁ ଅବଗତ କରାଯିବ । ଆସନ୍ତା ୯ ତାରିଖରେ ହେବାକୁ ଥିବା ହାଇକୋର୍ଟର ଶୁଣାଣି ବେଳେ ଏହି ନିଷ୍ପତ୍ତି ସଂପର୍କରେ ବିଚାର…
Read More...

ଆସୁଛନ୍ତି ମହାମାୟା: ଆଜି ପୀଠରେ ମହା ଅଷ୍ଟମୀ, ମଣ୍ଡପେ ସପ୍ତମୀ

ଭୁବନେଶ୍ବର: ଆସୁଛନ୍ତି ମହାମାୟା । ଉତ୍ସବମୁଖର ସାରା ରାଜ୍ୟ । ସଜେଇ ହୋଇସାରିଲାଣି ସୁଉଚ୍ଚ ତୋରଣ ଓ ଆଖି ଝଲସିଲା ପରି ମେଢ । ଆଜି ପୀଠରେ ମହା ଅଷ୍ଟମୀ, ମଣ୍ଡପରେ ସପ୍ତମୀ ପୂଜା । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯାଇଛି । ଆଜି ସପ୍ତମୀରେ ନଦୀରୁ…
Read More...

ନବରାତ୍ରି: ସପ୍ତମୀରେ କରନ୍ତୁ ମା’କାଳରାତ୍ରୀଙ୍କ ପୂଜା

ଭୁବନେଶ୍ଵର: ଶାରଦୀୟ ନବରାତ୍ରୀଙ୍କ ପବିତ୍ର ପର୍ବ ଚାଲିଛି। ଆଜି ହେଉଛି ନବରାତ୍ରୀର ସପ୍ତମ ଦିନ। ନବରାତ୍ରିର ସପ୍ତମ ଦିନକୁ ମହାସପ୍ତମୀ କୁହାଯାଏ। ଏହି ଦିନ ଦେବୀ ଦୁର୍ଗାଙ୍କ ସପ୍ତମ ଶକ୍ତି ମା’ କାଳରାତ୍ରୀଙ୍କୁ ପୂଜା କରିବାର ପରମ୍ପରା ରହିଛି। ମା’ ଦୁଷ୍ଟମାନଙ୍କ ପାଇଁ କାଳ ହୋଇଥିବାରୁ…
Read More...

ଦେବଶିଳ୍ପୀ ବିଶ୍ଵକର୍ମା ପୂଜା: ଉତ୍ସବମୁଖର ଶିଳ୍ପନଗରୀ

ଭୁବନେଶ୍ଵର: ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା। ସାରା ରାଜ୍ୟରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ପ୍ରାଚୀନ ଗ୍ରନ୍ଥ ଉପନିଷଦ ଏବଂ ପୁରାଣ ଆଦି ଅବଲୋକନ କଲେ ଜଣାପଡ଼େ ବିଶ୍ଵକର୍ମା ହେଉଛନ୍ତି ଶ୍ରେଷ୍ଠ ଶିଳ୍ପୀ । ଆଦି କାଳରେ ବିଶ୍ଵକର୍ମା ତାଙ୍କର…
Read More...

ପୁଅ ଜିଉନ୍ତିଆ ବା ଦୂତୀବାହନ ଓଷା, ପିଲାମାନଙ୍କ ଶୁଭ ମନାସୀ ମା କରିବେ ପୂଜା

ଭୁବନେଶ୍ଵର: ହିନ୍ଦୁ ଧର୍ମର ଏକ ପ୍ରମୁଖ ଉପବାସ ଓ ପର୍ବ ମଧ୍ୟରେ ପୁଅଜିଉନ୍ତିଆ ବ୍ରତ ଅନ୍ୟତମ ଅଟେ | ସାଧାରଣତଃ ମହିଳାମାନେ ନିଜ ପିଲାମାନଙ୍କ ପାଇଁ ଏହି ଉପବାସ ରଖନ୍ତି | ଅଶ୍ୱିନ ମାସର କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଉଥିବା ଏହି ଉପବାସରେ ମହିଳାମାନେ ଦିନସାରା ନିର୍ଜଠା ଉପବାସ…
Read More...

ଧରାବତରଣ କରିବେ ଜଗତଜନନୀ: ଆଜିଠୁ ଶକ୍ତି ପୀଠରେ ମା’ଙ୍କ ଷୋଡ଼ଶ ଉପଚାର ପୂଜା

ଭୁବନେଶ୍ଵର: ଆଉ ଦିନ କେଇଟାରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଜଗତଜନନୀ । ଏଥିପାଇଁ ଚଳଚଞ୍ଚଳ ହେଲାଣି ସମସ୍ତ ଶକ୍ତିପୀଠ । ମା’ଙ୍କ ଆଗମନ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଶାରଦୀୟ ପାର୍ବଣ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ବେଳେ ଶକ୍ତିପୀଠ ଗୁଡ଼ିକରେ ମା ଙ୍କ ଷୋଡଶ ଉପଚାର ପୂଜା…
Read More...