Browsing Category

ଜନ୍ମାଷ୍ଟମୀ

ତାଳଚେରର ହାଣ୍ଡିଧୂଆ ସରକାରୀ ସ୍କୁଲକୁ ୧.୧୦ କୋଟି ଏବଂ ଢେଙ୍କାନାଳର ବଜ୍ରନାଥ ବଡଜେନା ହାଇସ୍କୁଲ ପାଇଁ ୧.୫୦ କୋଟି…

• ରାଜ୍ୟରେ ବିଭିନ୍ନ ସ୍କୁଲର ଭିତ୍ତିଭୂମିର ବିକାଶ ଓ ଆନୁଷଙ୍ଗିକ ସୁବିଧା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଅର୍ଥ ମଞ୍ଜୁର • କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜେ ପଢୁଥିବା ତାଳଚେର ସ୍ଥିତ ‘ହାଣ୍ଡିଧୁଆ ପ୍ରାଥମିକ ସରକାରୀ ବିଦ୍ୟାଳୟ’କୁ ଗତ ଜୁନ ୨୪ରେ ଗସ୍ତ କରିଥିଲେ…
Read More...

ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ ହୁଏ ଭଗବାନ ଶ୍ରୀ କୃଷ୍ଣଙ୍କ ଜନ୍ମ ଦିନ। ଏହି ରୋହିଣୀ ନକ୍ଷତ୍ରର ଅଷ୍ଟମୀ ତିଥିରେ ଜନ୍ମ ହୋଇଥିଲେ ଭଗବାନ ଶ୍ରୀକୃଷ୍ଣ । ସେଥିପାଇଁ…
Read More...