Browsing Category

ଓଡିଶା

ଭୁବନେଶ୍ବର କ୍ଲବ ନିର୍ବାଚନ: ବାଜି ମାରିଲେ ପ୍ରଦୀପ ଜେନା

ଭୁବନେଶ୍ବର: ଭୁବନେଶ୍ବର କ୍ଲବ ନିର୍ବାଚନରେ ସଭାପତି ଭାବେ ନିର୍ବାଚିତ ହେଲେ ପ୍ରଦୀପ ଜେନା । ଅସିତ ତ୍ରିପାଠୀଙ୍କୁ ହରାଇ ପ୍ରଦୀପ ଜେନା ସଭାପତି ନିର୍ବାଚିତ । ଲଳିତ ଦାସ ଭୁବନେଶ୍ବର କ୍ଲବ ସଂପାଦକ ଭାବେ ନିର୍ବାଚିତ । ନିର୍ବାଚନରେ ସଭାପତି ପଦ ଲାଗି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା…
Read More...

ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ବିଧାୟକ ଆକାଶଦାସଙ୍କ କାଉଣ୍ଟର

ଯାଜପୁର: ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ବିଧାୟକ ଆକାଶଦାସଙ୍କ କାଉଣ୍ଟର । ଯାଜପୁର ଦେବକୀ ଓ କୋରେଇ ଯଶୋଦା ମା’ ମନ୍ତବ୍ୟକୁ କାଉଣ୍ଟର କଲେ ଆକାଶ । କ୍ଷମତାର ଶୀର୍ଷରେ ଥିଲା ବେଳେ କୋରେଇ ମାଆ କଥା ମନେ ପଡ଼ିଲାନି, କ୍ଷମତା ଗଲା ପରେ କୋରେଇ ବିକାଶ କଥା ମନେ ପଡ଼ିଲା କହି ତାଚ୍ଛଲ୍ୟ…
Read More...

ବଡ ଧରଣର ବାଣ ବିସ୍ଫୋରଣ, ଗଲା ୨ ଜୀବନ

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଗୋଦାମ ଘର ଛାତ ମଧ୍ୟ ସମ୍ପୂର୍ଣ୍ଣ ମାଟିରେ…
Read More...

ପବିତ୍ର ମହାଳୟା: ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ଵରୀ

ସମ୍ବଲପୁର: ପବିତ୍ର ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଗଙ୍ଗା ବେଶ ବା ସରସ୍ବତୀ ବେଶ ବୋଲି ମଧ୍ୟ କୁହାଯାଏ। ଶନିବାର ମଧ୍ୟରାତ୍ରୀରୁ ହିଁ ମା’ଙ୍କୁ ବେଶ କରିବା କାର୍ଯ୍ୟ ଆରମ୍ଭ ହୋଇଥିଲା।…
Read More...

ମାରାଥନ ମଧ୍ୟରେ ଜନସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ରଖିବା ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ

ଜିଲ୍ଲା କ୍ରୀଡ଼ା ଓ ଯୁବା ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଆଜି ଗଜପତି ଷ୍ଟାଡିୟମ୍ ଠାରୁ  ବି.ଏନ.ପେଲେସ , ମେଡ଼ିକାଲ ଛକ ଓ ଗଜପତି ଷ୍ଟାଡିୟମ୍ ପର୍ଯ୍ୟନ୍ତ ମାରାଥନ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ…
Read More...

ବଡ ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି, ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ସମ୍ବଲପୁର: ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ ସୂଚନା । ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି । ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ।…
Read More...

ନିଶା ମୁକ୍ତ ଭାରତ ଗଠନ ପାଇଁ ଗଣ ଦୌଡ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ରୟାଲ ପଡିଆ ଠାରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ପାଞ୍ଚଶହ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସେବାପକ୍ଷ ପାଳନ ଉପଲକ୍ଷେ ନିଶା ମୁକ୍ତ ଭାରତ ଗଠନ ପାଇଁ ଏକ ମାରାଥନ ବା ଗଣ ଦୌଡ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ…
Read More...

ବିକଶିତ ଭାରତ -୨୦୪୭ ବିଷୟକୁ ଆଧାର କରି ଜିଲ୍ଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ତଥା ଏକଦିବସୀୟ କର୍ମଶାଳା ଆୟୋଜନ

ସୁବର୍ଣ୍ଣପୁର:- ସେବାପର୍ବ ପାଳନ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନରେ ତା.୨୦.୦୯.୨୫ ରିଖରେ ବିକଶିତ ଭାରତ -୨୦୪୭ ବିଷୟକୁ ଆଧାର କରି ଜିଲ୍ଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ତଥା ଏକଦିବସୀୟ କର୍ମଶାଳା ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ…
Read More...

ଆସୁଛି ଆଉ ୨ଟି ଲଘୁଚାପ, ବଢିବ ବର୍ଷା ପରିମାଣ

ଭୁବନେଶ୍ଵର: ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ । ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଆସନ୍ତା ୨୨ ତାରିଖ ଆଡ଼କୁ…
Read More...

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କଲା EOW

ଭୂବନେଶ୍ଵର: ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କଲା EOW । କଟକ ରାଣୀହାଟ ମାଳିସାହିର ବିଜୟ ରାଉତଙ୍କ ଏତଲା ଆଧାରରେ ଗିରଫ । ରିୟଲ ଇଷ୍ଟେଟ୍‌ ବିଜନେସ୍‌ରେ ସାଢ଼େ ୭ କୋଟି ଫ୍ରଡ୍‌ ଅଭିଯୋଗରେ ଗିରଫ ହେଲେ ବିଜେଡି ନେତା । ଆଜି OPID କୋର୍ଟରେ ଦିଲ୍ଲୀପ ହାଜର କରିବ EOW । ଭୁବନେଶ୍ବର…
Read More...