Browsing Category

ଓଡିଶା

NOC ନ ନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି

କଟକ: NOC ନ ନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । ସେଥିରୁ କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ ଆବେଦନ କରିଛନ୍ତି । ଜିଲ୍ଲାପାଳଙ୍କ ଅନୁସାରେ, ଏଯାବତ୍ କେବଳ…
Read More...

ଖରସ୍ରୋତା ନଦୀରେ ଭାସିଯାଉଥିଲେ ମହିଳା, ଗ୍ରାମବାସୀଙ୍କ ଦ୍ୱାରା ଉଦ୍ଧାର

ଜୁଲାଇ ୧୭ତାରିଖ ଖରସ୍ରୋତା ସେତୁରୁ ଡେଇଁ ଆତ୍ମହତ୍ୟା କରିଥିବା ଜନମାନସରୁ ଲିଭିନଥିବା ବେଳେ, ପୁଣି ଏକ ମହିଳା ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ନଜର ଆସିଛି । ଖରାସ୍ରୋତା ନଦୀର ଗୋବିନ୍ଦପୁର ନିକଟସ୍ଥ ପୋଲ ଏବେ ପାଲଟିଛି ଆତ୍ମହତ୍ୟାର ସ୍ଥାନ । ବାରମ୍ବାର ଏମିତି ଦୁର୍ଘଟଣା ସେହି ପୋଲ ଉପରେ…
Read More...

ରେଳଡ଼ବା ମରାମତି କାରଖାନା ନିକଟ ପଡ଼ିଆରୁ ମୃତଦେହ ଉଦ୍ଧାର ଘଟଣା, ମରାଯିବ ମୃତକଙ୍କ ପୋଷ୍ଟର

ଭୁବନେଶ୍ୱର: ରେଳଡ଼ବା ମରାମତି କାରଖାନା ପଡ଼ିଆରୁ ମୃତଦେହ ମିଳିବା ଘଟଣା । ହତ୍ୟା ମାମଲା ରୁଜୁ ନେଇ ଏସିପି ଜୋନ୍-୫ଙ୍କ ସୂଚନା । ପରିଚୟ ନ ମିଳିବାରୁ ରାଜଧାନୀ ସାରା ପୋଷ୍ଟର ମାରିବ ପୁଲିସ । ୯୬ ଘଣ୍ଟା ଯାଏଁ ଅପେକ୍ଷା କରାଯିବ, ପରେ ଶବ ସତ୍କାର କରାଯିବ । ପାରିପାର୍ଶ୍ଵିକ ଅବସ୍ଥାରୁ ଏହା…
Read More...

ପଙ୍ଗାତିରା ଗାଁରେ କେନ୍ଦୁପତ୍ର ତୋଳାଳି ଓ ବନ୍ଧେଇ ଶ୍ରମିକଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ଢେଙ୍କାନାଳ:- ଢେଙ୍କାନାଳ ଜିଲ୍ଲା ମହାବୀରୋଡ଼ କେନ୍ଦୁପତ୍ର ରେଞ୍ଜ ତରଫରୁ ପଙ୍ଗାତିରା ମେଡ଼ିକାଲ ଠାରେ କେନ୍ଦୁପତ୍ର ତୋଳାଳି ଓ ବନ୍ଧେଇ ଶ୍ରମିକଙ୍କ ପାଇଁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା ।ଏଠାରେ ମହାବୀରୋଡ଼ କେନ୍ଦୁପତ୍ର ରେଞ୍ଜ ଅଂଚଳରୁ ଶତାଧିକ ତୋଳାଳି ଓ ବନ୍ଧେଇ ଶ୍ରମିକ…
Read More...

ପୁଣିଥରେ ବାଦ୍ ହିତାଧିକାରୀ କରିପାରିବେ ଅବେଦନ

ସୁଭଦ୍ରା ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ତୃତୀୟ ପର୍ୟ୍ୟାୟରୁ ବଂଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର ଟୁ ଡୋର ସର୍ଭେ। ୧୫ ଦିନ ଭିତରେ ଫିଲଡ଼ ଭିଜିଟ କରି ତଦନ୍ତ ରିପୋର୍ଟ ଦେବେ ଅଧିକାରୀ । ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ।…
Read More...

ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ…

ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ।  ଅଧିବେଶନ ପୂର୍ବରୁ ବିଭାଗୀୟ ସଚିବଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା । ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ସଜାଗ ରହିବାକୁ କହିଲେ ମୁଖ୍ୟ ଶାସନ ସଚିବ ମନୋଜ…
Read More...

ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ । ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ । ମୁଖ୍ୟତଃ ରାଜସ୍ୱ,…
Read More...

ଆଜିଠୁ ବଢ଼ିବ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…
Read More...

ସୁଭଦ୍ରାରେ ପୁଣି ଯୋଡି ହେବେ ଯୋଗ୍ୟ ହିତାଧିକାରୀ, ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ

ଭୁବନେଶ୍ଵର: ଆଜି ସୁଭଦ୍ରା ଯୋଜନାର ହେବ ସମୀକ୍ଷା ବୈଠକ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା । ସେଥିପାଇଁ ୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଓ…
Read More...

ଆସିଲା ଓଡ଼ିଶା ଭେଇକିଲ୍‌ ପଲିସି-୨୦୨୫ ପାଇଁ ଚିଠା ପ୍ରସ୍ତାବ, ୨୦୩୦ ଡିସେମ୍ବର ୩୧ ପର୍ଯ୍ୟନ୍ତ ରହିବ ବଳବତ୍ତର

ଭୁବନେଶ୍ଵର: ଓଡ଼ିଶା ଭେଇକିଲ୍‌ ପଲିସି-୨୦୨୫ ପାଇଁ ଆସିଲା ଚିଠା ପ୍ରସ୍ତାବ । ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆସିଲା ଚିଠା ପ୍ରସ୍ତାବ । ୨୦୨୧ ଇଭି ପଲିସି ଅନୁସାରେ ୪ ବର୍ଷରେ ୨୦% ଇଭି ଲକ୍ଷ୍ୟ ଧାର୍ଯ୍ୟ ଥିଲା । ସରକାରୀ ପ୍ରୋତ୍ସାହନ ସତ୍ତ୍ବେ ମାତ୍ର ୯% ଇଭି ଗାଡ଼ି ରାସ୍ତାରେ ଗଡ଼ିଛି…
Read More...