Browsing Category

ଓଡିଶା

୨୦ତମ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳା ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ୨୦ତମ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ - ୨୦୨୫ କାର୍ଯ୍ୟକ୍ରମ ସ୍ଥାନୀୟ ନଗର ଭବନ ଠାରେ ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ…
Read More...

ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କୁ ଲୁଟ୍ ର ଶିକାର ହେବାରୁ ବଞ୍ଚିଲେ ଲାଇଫଗାର୍ଡ

ପୁରୀ:- ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କୁ ଲୁଟ୍ ର ଶିକାର ହେବାରୁ ବଞ୍ଚିଲେ ଲାଇଫଗାର୍ଡ । ବେଳାଭୂମିରେ ତିନିଜଣ ପର୍ଯ୍ୟଟକ ନିଶାଶକ୍ତ  ଅବସ୍ଥାରେ ଶୋଇଥିବା ବେଳେ ଜଣେ ମହିଳା ଓ ପୁରୁଷ ପର୍ଯ୍ୟଟକ ମାନଙ୍କ ଠାରୁ ଟଙ୍କା ଲୁଟ୍ କରିଥିଲେ। କିନ୍ତୁ ବେଳାଭୂମିରେ ଥିବା କିଛି ଲାଇଫଗାର୍ଡ ଏ…
Read More...

ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି

ପୁରୀ: କାଲିର ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ । ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ । ରବିବାର ଚନ୍ଦ୍ର ଗ୍ରହଣ ଥିବାରୁ ଏହା ପୂର୍ବ ଦିନ ଅର୍ଥାତ୍ ଆଜି ରାତି ୨ଟାରେ…
Read More...

ବିଗତ ୭ ବର୍ଷରେ ପୂର୍ବ ସରକାର ସମାଧାନ ନେଇ କିଛି କରି ନାହାନ୍ତି: AG ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ଵର: ମହାନଦୀ ଟ୍ରିବ୍ୟୁନାଲ୍‌ରେ ମହାନଦୀ ଜଳ ବିବାଦର ଶୁଣାଣି । ଓଡ଼ିଶା ପାଇଁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲ୍‌ରେ ପକ୍ଷ ରଖିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି AG ପୀତାମ୍ବର । ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା ଚାଲିଥିବା ଜଣାଇଲୁ ।…
Read More...

ଭାଷା ମାନବ ସଭ୍ୟତାର ପ୍ରାଣକେନ୍ଦ୍ର ଆଉ ଓଡ଼ିଆ ହେଉଛି ଏକ ପ୍ରାଚୀନ ଭାଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ ପକ୍ଷରୁ ଆୟୋଜିତ ଓଡିଶା ଲିଟେରାରୀ ଫେଷ୍ଟିଭାଲ ଅବସରରେ ଯୋଗଦେ ମୁଖ୍ୟମନ୍ତ୍ରୀଙ୍କ କହିଛନ୍ତି, ଭାଷା ମାନବ ସଭ୍ୟତାର ପ୍ରାଣକେନ୍ଦ୍ର ଆଉ ଓଡ଼ିଆ ହେଉଛି ଏକ ପ୍ରାଚୀନ ଭାଷା । ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀ ବେଳର ଖାରବେଳଙ୍କ ହାତୀଗୁମ୍ଫା ଶିଳାଲିପି…
Read More...

ମହାପ୍ରଭୁଙ୍କ ସାନିଧ୍ୟ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି

ପୁରୀ:- ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ବିକ୍ରମ ନାଥ। ବିଚାରପତି ଓ ତାଙ୍କ ପରିବାରବର୍ଗଙ୍କୁ କଡ଼ା ସୁରକ୍ଷା ମଧ୍ୟରେ…
Read More...

ଗଜପତି ଜିଲ୍ଲାରେ ‘ଆଦି କର୍ମଯୋଗୀ ଅଭିଯାନ’ର ତିନିଦିନିଆ କର୍ମଶାଳା ଅନୁଷ୍ଠିତ

ଗଜପତି ଜିଲ୍ଲାରେ ‘ଆଦି କର୍ମଯୋଗୀ ଅଭିଯାନ’ର ତିନିଦିନିଆ କର୍ମଶାଳା ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ମଙ୍ଗଳ ବିଭାଗ ମିଳିତ ଆନୁକୁଲ୍ୟରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ…
Read More...

ଚାନ୍ଦବାଲି ରେ ମହମ୍ମଦ ଜୟନ୍ତୀକୁ ବେଶ୍ ଧୁମ୍ ଧାମରେ ପାଳନ କରାଯାଇଛି…

ଚାନ୍ଦବାଲି ରେ ମହମ୍ମଦ ଜୟନ୍ତୀକୁ ବେଶ୍ ଧୁମ୍ ଧାମରେ ପାଳନ କରାଯାଇଛି। ମହମ୍ମଦ ଜୟନ୍ତୀ ଅବସରରେ ଗୋଲାଡିଆ ଠାରେ ଏକ ବିରାଟ ଜୁଲୁସ ଶୋଭାଯାତ୍ରା ବାହାରି ସମଗ୍ର ଗ୍ରାମ ପରିକ୍ରମା କରିବା ପରେ ପୀର ବାବାଙ୍କ ନିକଟରେ ପହଞ୍ଚିଥିଲା । ମସଜିଦ୍ ସମ୍ମୁଖରେ ସୁନ୍ଦର ତୋରଣ ସାଂଗକୁ ସମଗ୍ର ଅଞ୍ଚଳ କୁ…
Read More...

କମୁଛି ହୀରାକୁଦ ଜଳସ୍ତର, ଫୁଲୁଛି ମହାନଦୀ

ସମ୍ବଲପୁର: କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର । ଜଳ ଭଣ୍ଡାରର ଜଳସ୍ତର ଅଛି ୬୨୬.୪୧ ଫୁଟ୍ । ଡ୍ୟାମ୍‌ର ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳ ଭଣ୍ଡାର ଭିତରକୁ ପ୍ରବେଶ କରୁଛି ୩ ଲକ୍ଷ ୮୬ ହଜାର ୨୮ କ୍ୟୁସେକ ଜଳ । ସେହିପରି ନିଷ୍କାସନ ହେଉଛି ୪ ଲକ୍ଷ ୨୪ ହଜାର ୧୪୭ କ୍ୟୁସେକ ଜଳ…
Read More...

ସ୍କିମାଟିକ୍ ଶିକ୍ଷକଙ୍କୁ “ନିୟମିତ ଶିକ୍ଷକ” ଭାବେ ନିଯୁକ୍ତି ଘୋଷଣା

ସ୍କିମାଟିକ୍ ଶିକ୍ଷକଙ୍କୁ "ନିୟମିତ ଶିକ୍ଷକ" ଭାବେ ନିଯୁକ୍ତି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲା ଓଡିଶା କନିଷ୍ଠ ଶିକ୍ଷକ ସଂଘ । ୨୦୨୫ରେ ନିଯୁକ୍ତି ପାଇଥିବା ରାଜ୍ୟର ୧୩ ହଜାରରୁ ଉର୍ଦ୍ଧ୍ୱ  ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କୁ "ନିୟମିତ ଶିକ୍ଷକ" ଭାବେ ନିଯୁକ୍ତି ଦେବାପାଇଁ…
Read More...