Browsing Category

ଓଡିଶା

ରାଜ୍ୟପାଳଙ୍କ ସଚିବ ଭାବରେ ଜଣେ ମହିଳା ଆଇଏଏସ୍ ଅଧିକାରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର:- ରାଜଭବନ ଇତିହାସରେ ପ୍ରଥମ । ରାଜ୍ୟପାଳଙ୍କ ସଚିବ ଭାବରେ ଜଣେ ମହିଳା ଆଇଏଏସ୍ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟପାଳଙ୍କ ସଚିବ ଭାବେ ବରିଷ୍ଠ ଆଇଏଏସ ଅଧିକାରୀ ରୂପା ରୋଶନ ସାହୁଙ୍କୁ ନିଯୁକ୍ତି ମିଳିଛି । ରୂପା ରୋଶନ ଓଡ଼ିଶା ରାଜଭବନ ଇତିହାସରେ ପ୍ରଥମ ମହିଳା ସଚିବ ।…
Read More...

ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ପୁରୀ: ପୁରୀର ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍‌ସରେ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଉପମୁଖ୍ୟମନ୍ତ୍ରୀ । ଏଥିସହ ଡାକ୍ତର ଓ ବିଶେଷଜ୍ଞଙ୍କ ସହ ଆଲୋଚନା କରିବା ସହ ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି…
Read More...

ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର:- ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା…
Read More...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ

ସୁବର୍ଣ୍ଣପୁର:- ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ କଲେଜ ଛକ ଠାରେ ଭାରତୀୟ ଯୁବ ମୋର୍ଚ୍ଚା ସୁବର୍ଣ୍ଣପୁର ଜିଲ୍ଲା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଛାତ୍ର କଂଗ୍ରେସ ରାଜ୍ୟ ସଭାପତି ଉଦିତ ପ୍ରଧାନଙ୍କୁ ପୁଲିସ ଗିରଫ…
Read More...

BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ବିପୁଳ ସଂପତ୍ତି ଠାବ

ଭୁବନେଶ୍ଵର: BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ବିପୁଳ ସଂପତ୍ତି ଠାବ । ମୋଟ୍ ୩ଟି ଦାମୀ ପ୍ଲଟ୍‌ ଠାବ ହୋଇଛି । ସେଥିରୁ ଭୁବନେଶ୍ବରରେ ୨ଟି ରହିଛି । ଭୁବନେଶ୍ବରରେ ୩ ମହଲା କୋଠା ସହ ଦେଢ଼ ଏକର ଜମିର ଫାର୍ମ ହାଉସ୍ ଠାବ ହୋଇଛି । ଏଥିସହ ଗୋଟିଏ ମାଛ ପୋଖରୀ ସହ କୁକୁଡ଼ା…
Read More...

ନୃପରାଜ ସାହୁଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଲେ ଓଡ଼ିଶା ସରକାର

ସୁବର୍ଣ୍ଣପୁର :- ଓଡ଼ିଶା ସରକାର ଏକ ବୃହତ୍ ପ୍ରଶାସନିକ ଅଦଳବଦଳ କରି ୧୬ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ନିଯୁକ୍ତ କରିଛନ୍ତି। ଏହା ମାଧ୍ୟମରେ ଜନସାଧାରଣଙ୍କୁ ସୁଶାସନ ଓ ସେବା ଯୋଗାଣରେ ନୂଆ ନେତୃତ୍ୱ ଆଣିବାକୁ ଲକ୍ଷ୍ୟ ରଖାଯାଇଛି। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ…
Read More...

କଟକ ଜିଲ୍ଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି

କଟକ: କଟକ ଜିଲ୍ଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ରିପୋର୍ଟ ଦାଖଲ କରିନଥିବାରୁ କାର୍ଯ୍ୟାନୁଷ୍ଠାନ । ଜିଲ୍ଲାର ୨୧୦ଟି କଲେଜଙ୍କୁ ICC ରିପୋର୍ଟ ମାଗିଥିଲା ଜିଲ୍ଲା ପ୍ରଶାସନ । ଅଭିଯୋଗକାରିଣୀଙ୍କ ଯୋଗାଯୋଗ ଠିକଣା ସହ…
Read More...

IPS ପ୍ରଶିକ୍ଷାର୍ଥୀମାନେ ଓଡ଼ିଶା ଭ୍ରମଣରେ ଆସି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀଙ୍କୁ…

୭୭ତମ ବ୍ୟାଚର ୨୬ ଜଣ IPS ପ୍ରଶିକ୍ଷାର୍ଥୀମାନେ ଓଡ଼ିଶା ଭ୍ରମଣରେ ଆସି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଆରକ୍ଷୀ…
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍

ଭୁବନେଶ୍ୱର:- ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଦୁଇଟି OISF ବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ବାଟାଲିୟନ୍ । ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ୩ ଓ ୪ ନମ୍ବର OISF ବାଟାଲିୟନ ଭାବେ ନାମିତ ହେବ ।…
Read More...

ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ…

ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ । ୨୩ ବର୍ଷୀୟ ଯୁବକ ପାଖକୁ ଆସିଥିଲା ପାର୍ଶଲ। ଏହି ଘଟଣାରେ ଅଭିଯୁକ୍ତ ଆର୍ଯ୍ୟମାନ ପଟ୍ଟନାୟକଙ୍କୁ ଗିରଫ କରିଛି NCB । ବିଦେଶରେ ବ୍ୟବହାର ହୁଏ ଏହି ହାଇ ପ୍ରୋଫାଇଲ ଡ୍ରଗ୍ସ । ଓଡ଼ିଶାରେ ପ୍ରଥମ ଥର ଏଭଳି ମାମଲା ସାମ୍ନାକୁ ଆସିଛି । ଅଭିଯୁକ୍ତ…
Read More...