Browsing Category

ଓଡିଶା

ରାଜ୍ୟ ସରକାର ବରିଷ୍ଠ ଓଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି

ଭୁବନେଶ୍ୱର-: ରାଜ୍ୟ ସରକାର ବରିଷ୍ଠ ଓଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି । ଶ୍ରୀମତୀ ଶ୍ୟାମଳୀ ମହାପାତ୍ର ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତି ଦିଆଯାଇଛି । ଶ୍ରୀ ହରିଶ ଚନ୍ଦ୍ର ନାୟକଙ୍କୁ ଭୁବନେଶ୍ୱରର ଅତିରିକ୍ତ ମିଶନ ନିର୍ଦ୍ଦେଶକ ଭାବରେ ସ୍ଥାନାନ୍ତର କରାଯାଇଛି। ଶ୍ରୀମତୀ…
Read More...

ଲୋଭ ଦେଖାଇ ଠକି ନେଇଥିଲେ ଲକ୍ଷାଧିକ ଟଙ୍କା

ଟଙ୍କା ଠକିଥିବା ନେବା ଅଭିଯୋଗ ପରେ ସାଇବର ଥାନା ପୁଲିସ ମାମଲା ତଦନ୍ତ କରିବା ସହ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ଅଭିଯୋଗକାରୀ ଜଣକ ମଞ୍ଚେଶ୍ଵର ଶିଳ୍ପାଞ୍ଚଳରେ ରୁହନ୍ତି । ସେ ଗତ ୨୦୨୪ ମସିହାରେ “ଜିପିଏନଏସ ବିଜିନେସ ପ୍ରାଇଭେଟ ଲିମିଟେଡ” ନାମକ ଏକ…
Read More...

୩୦ ଅଧିକାରୀଙ୍କୁ ଦାଇତ୍ୱ

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ କାର୍ୟ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଭାବରେ ୩୦ ଜଣ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି ସରକାରଙ୍କ ଅତିରିକ୍ତ ସଚିବ । ପୁରୀ କଲେକ୍ଚରଙ୍କ ଆବେଦନ ପରେ, ୩୦ ଜଣ ଅଧିକାରୀଙ୍କୁ ଏହି ନୂଆ ଦାଇତ୍ୱ ଦେଇଛନ୍ତି ଅତିରିକ୍ତ ସଚିବ । ଆସନ୍ତା ୨୩.୦୬.୨୦୨୫ ରୁ…
Read More...

କଲବଲ କରୁଛି କାଦୁଅ ପଚପଚ ରାସ୍ତା

ଢେଙ୍କାନାଳ-: ଦେଶ ସ୍ୱାଧୀନତା ହେବାର ୭୮ବର୍ଷ ପରେ ମଧ୍ୟ ଏବେବି ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ଡରେ ଅନେକ ଗ୍ରାମକୁ ସ୍ଥାୟୀ ରାସ୍ତା ପାଲଟିଛି ଦିବାସ୍ବପ୍ନ ଅପହଞ୍ଚ ଅପାନ୍ତର ଅଞ୍ଚଳ ସାଜିଛି ଅନେକ ଗୁଡିଏ ଗ୍ରାମ। ନିର୍ବାଚନବେଳେ ମାଲମାଳ ମିଥ୍ୟା ପ୍ରତିଶୃତି ଦେଇ ଭୋଟ ହାତେଇ ନେବାପରେ…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ଦୁଇ ମାଓବାଦୀ

ଛତିଶଗଡ-: ଛତିଶଗଡରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବା ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ଦୁଇ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ଅଛନ୍ତି । ମୃତକଙ୍କ ନାଁ  ମୁଚାକି ବାମନ ଓ ଅନିତା ଆଭାଲମ୍ ବୋଲି ଜଣାପଡିଛି । ମୁଚାକି ନାଁରେ ୫…
Read More...

ପୁରୀ ହାଜତ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ ସାଢେ ସାତ ଲକ୍ଷ ଅନୁକମ୍ପା ରାଶି ରାଜ୍ୟ ସରକାର ଦେବାକୁ ଜାତୀୟ…

ପୁରୀ-: ପୁରୀ ହାଜତ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ ସାଢେ ସାତ ଲକ୍ଷ ଅନୁକମ୍ପା ରାଶି ରାଜ୍ୟ ସରକାର ଦେବାକୁ ଜାତୀୟ ମାନବାଧିକାର ଆୟୋଗଙ୍କ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୦ ମସିହାରେ ପୁରୀ ସହରର ଲୋକନାଥ ରୋଡ୍ ଅଞ୍ଚଳର କେ ରମେଶ (୩୩) ନାମକ ଜଣେ ବ୍ୟକ୍ତିଙ୍କୁ ବାସେଲିସାହି ପୋଲିସ ଗିରଫ କରି…
Read More...

ବିକାଶ ମେଳା ପରିପ୍ରେକ୍ଷୀରେ ମାନ୍ୟବର ମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

ରାଜ୍ୟ ସରକାରଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ । ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ସୁବର୍ଣ୍ଣପୁରଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବିକାଶ ମେଳାକୁ ନେଇ…
Read More...

ଅହମ୍ମଦାବାଦ ବିମାନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟାନାୟକ

ଭୁବନେଶ୍ଵର-: ଅହମ୍ମଦାବାଦ ବିମାନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟାନାୟକ । ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇ ନବୀନ ‘ଏକ୍ସ’ରେ ଲେଖିଛନ୍ତି, ‘‘ଅହମ୍ମଦାବାଦ-ଲଣ୍ଡନ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଖବର ଶୁଣି ଗଭୀର…
Read More...

ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଗଲା ୨ ଜୀବନ ଜଣେ ଗୁରୁତର ଜଣେ ଆହତ

ଅନୁଗୋଳ ସଦର ଥାନା ଅନ୍ତର୍ଗତ କୁମଣ୍ଡ  ଡେରଜାଙ୍ଗ ସାହି ନିକଟରେ ଥିବା କଫି ସେଣ୍ଟର ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଦୁର୍ଘଟଣା । ଫଳରେ ୨ ଜଣ ଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଏବଂ ଜଣେ ଆହତ ଅବସ୍ଥାରେ  ଉଦ୍ଧାର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି । ମିଳିଥିବା…
Read More...

ଦିବ୍ୟାଙ୍ଗ ପ୍ରଫୁଲ୍ଲ ଦାସଙ୍କ ସମସ୍ୟା ବିଷୟରେ ଗଣମାଧ୍ୟମରୁ ଖବର ପାଇଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲାର କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରୀ ଗ୍ରାମର ୪୧ ବର୍ଷୀୟ ଜଣେ ଶତ ପ୍ରତିଶତ ଦୃଷ୍ଟି ବାଧିତ ଦିବ୍ୟାଙ୍ଗ ଶ୍ରୀ ପ୍ରଫୁଲ୍ଲ କୁମାର ଦାସଙ୍କ ସମସ୍ୟା ବିଷୟରେ ଗଣମାଧ୍ୟମରୁ ଖବର ପାଇ ତାଙ୍କୁ ଘର ଯୋଗାଇଦେବା ସହିତ ରାଜ୍ୟ ସରକାରଙ୍କ…
Read More...