Browsing Category

ଖେଳ

ୟୁଏସ୍ ଓପନ୍ ବ୍ୟାଡ୍‌ମିଣ୍ଟନ୍ ଫାଇନାଲରେ ତନଭି ଓ ଆୟୁଷ

ବ୍ୟୁରୋ-: ୟୁଏସ୍ ଓପନ୍ ସୁପର ୩୦୦ ବ୍ୟାଡ୍‌ମିଣ୍ଟନ୍ ପ୍ରତିଯୋଗିତାରେ ଭାରତୀୟ ସଟଲର୍ ତନଭି ଶର୍ମା ଜୟଯାତ୍ରା ଜାରି ରଖି ଫାଇନାଲ୍‌ ସ୍ଥାନ ପକ୍କା କରିଛନ୍ତି। ସେହିଭଳି ପୁରୁଷ ଏକକରେ ଆୟୁଷ ସେଟ୍ଟୀ ଐତିହାସିକ ସଫଳତା ସହ ଫାଇନାଲ୍‌ରେ ସ୍ଥାନ ସୁରକ୍ଷିତ କରି ନେଇଛନ୍ତି । ରବିବାର ୧୬ବର୍ଷୀୟା…
Read More...

୧୮ ବର୍ଷରୁ କମ୍ ଓଡ଼ିଶା କବାଡି ଟିମରେ ସୁବର୍ଣ୍ଣପୁରର ଝିଅ ସିରିନ୍ ପାତ୍ର

ସୁବର୍ଣ୍ଣପୁର:- ସର୍ବ ଭାରତୀୟ କ୍ରୀଡାରେ ଭାଗ ନେବେ ସିରିନ । ୧୮ ବର୍ଷରୁ କମ୍ ପ୍ରଥମ ଅଲ୍ ଇଣ୍ଡିଆ କବାଡ଼ି ପ୍ରତିଯୋଗୀତାକୁ ସୁବର୍ଣ୍ଣପୁର ଜିଲ୍ଲାର ଝିଅ ସିରୀନ ପାତ୍ର ପ୍ରଥମ ଥର ମନୋନୀତ ହୋଇଛନ୍ତି  । ଯେଉଁଥିପାଇଁ ସିରିନଙ୍କ ପାଖକୁ ଜିଲ୍ଲା ପ୍ରଶାସନ ଓ କ୍ରୀଡ଼ା ସଂଘ ପକ୍ଷରୁ ଶୁଭେଚ୍ଛାର…
Read More...

ହେଡିଂଲେ ଟେଷ୍ଟରେ ଭାରତକୁ ୫ ୱିକେଟରେ ପରାଜିତ କରିଛି ଇଂଲଣ୍ଡ

ଇଂଲଣ୍ଡ-: ହେଡିଂଲେ ଟେଷ୍ଟରେ ଭାରତକୁ ୫ ୱିକେଟରେ ପରାଜିତ କରିଛି ଇଂଲଣ୍ଡ ।  ଏହା ସହିତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ରହଛି ଘରୋଇ ଦଳ ଇଂଲଣ୍ଡ । ଏହି ମ୍ୟାଚରେ ବିଜୟ ପାଇଁ ଇଂଲଣ୍ଡ ଆଗରେ ୩୭୧ ରନର ଟାର୍ଗେଟ୍‌ ଦେଇଥିଲା ଭାରତ । ଏହି ବିଜୟ ଲକ୍ଷ୍ୟକୁ ଇଂଲଣ୍ଡ ୫ ୱିକେଟ…
Read More...

କ୍ରୀଡାବିତଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡୀମନ୍ତ୍ରୀ

କ୍ରୀଡାବିତଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡୀମନ୍ତ୍ରୀ ଶ୍ରୀ ସୂର୍ୟ୍ୟବଂଶୀ ସୂରଜ । ୨୦୨୫ ଜିମ୍ନାଷ୍ଟିକ୍ସ ଏସୀୟ ଚାମ୍ପିଅନସିପରେ ସିନିୟର ମହିଳା ଭଲ୍ଟରେ କାଂସ୍ୟ  ଜିତିଥିବାରୁ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ଶୁଭେଚ୍ଚା ଜଣାଇଥିଲେ । ଏବଂ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ୭୫,୦୦୦ ଟଙ୍କା…
Read More...

ଘରୋଇ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ପାଇଁ ବାଂଲାଦେଶ ଦଳ ଘୋଷଣା କରିଛି

ବାଂଲାଦେଶ-: ଘରୋଇ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ପାଇଁ ବାଂଲାଦେଶ ଦଳ ଘୋଷଣା କରିଛି । ଅଭିଜ୍ଞ ୱିକେଟ୍‌ କିପର ବ୍ୟାଟର ଲିଟନ ଦାସଙ୍କ ସମେତ ମହମ୍ମଦ ନଇମ୍‌, ସମିମ ହୋସେନ, ତନଭୀର  ଇସଲାମ୍‌ ଓ ହାସାନ ମାହମୁଦ ଦଳକୁ ପ୍ରତ୍ୟାବର୍ତ୍ତନ  କରିଛନ୍ତି । ଅନ୍ୟ ପଟରେ ଆହତ ଥିବା ଅଭିଜ୍ଞ…
Read More...

ଭାରତୀୟ ପୁରୁଷ ହକି ଦଳର ବରିଷ୍ଠ ଖେଳାଳି ଲଳିତ କୁମାର ଉପାଧ୍ୟାୟ ଅନ୍ତର୍ଜାତିକ ହକିରୁ ଅବସର ଘୋଷଣା କରିଛନ୍ତି

ନୂଆଦିଲ୍ଲୀ-: ଭାରତୀୟ ପୁରୁଷ ହକି ଦଳର ବରିଷ୍ଠ ଖେଳାଳି ଲଳିତ କୁମାର ଉପାଧ୍ୟାୟ ଅନ୍ତର୍ଜାତିକ ହକିରୁ ଅବସର ଘୋଷଣା କରିଛନ୍ତି। ଆଣ୍ଟୱେର୍ପରେ ଭାରତ ରବିବାର ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକିରେ ବେଲ୍‌ଜିୟମ୍‌କୁ ୪-୩ ଗୋଲ୍‌ରେ ପରାସ୍ତ କରିବା ପରେ ଲଳିତ ନିଜର ଅବସର ଘୋଷଣା କରିଥିଲେ। ଟୋକିଓ…
Read More...

ଘୁଞ୍ଚିଲା ତାରିଖ, ଏହି ଦିନ ବିବାହ ବନ୍ଧନରେ ବାନ୍ଧି ହେବେ ରିଙ୍କୁ – ପ୍ରିୟା

ମୁମ୍ବାଇ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସାଂସଦ ପ୍ରିୟା ସରୋଜଙ୍କ ବିବାହକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଭରି ରହିଥିବା ବେଳେ ଏବେ ସାମ୍ନାକୁ ଆସିଛି ଏକ ବଡ ଖବର  । ବର୍ତ୍ତମାନ ମିଳିଥିବା ସୂଚନା ଅନୁଯାୟୀ ରିଙ୍କୁଙ୍କ ବିବାହ ଚଳିତ ବର୍ଷ ନଭେମ୍ବରରେ ହେବନାହିଁ  ।…
Read More...

ରିଷଭ ପନ୍ତ ଓ କେ.ଏଲ ରାହୁଲଙ୍କ ଶତକ ସହାୟତାରେ ଭାରତ ୩୭୧ ରନ ବିଜୟ ଲକ୍ଷ୍ୟ ଇଂଲଣ୍ଡ ସମ୍ମୁଖରେ ରଖିଛି

ଲୀଡ୍ସ-: ହେଡିଂଲେ ଖେଳାଯାଉଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଭାରତୀୟ ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଓ ଋଷଭ ପନ୍ତ ଦ୍ୱିତୀୟ ଇନିଂସରେ ଦମଦାର ଶତକ ହାସଲ କରି ଭାରତକୁ ମଜବୁତ ସ୍ଥିତିରେ ପହଞ୍ଚାଇଛନ୍ତି । ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଶତକ ଓ ସେମାନଙ୍କ…
Read More...

ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ୨ୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି

ନୂଆଦିଲ୍ଲୀ-: ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତ ୨ୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ୪ର୍ଥ ଦିନ ଖେଳ ଜାରି ରହିଥିବାବେଳେ ଟିମ ଇଣ୍ଡିଆ ୩ ଉଇକେଟ ବିନିମୟରେ ୧୪୭ ରନ ସଂଗ୍ରହ କରିଛି । ଫଳରେ ପ୍ରଥମ ଇନିଂସର ୬ ରନକୁ ମିଶାଇ ପ୍ରଥମ ସେସନ ସୁଦ୍ଧା ୧୫୩ ରନରେ ଆଗୁଆ ରହିଛି…
Read More...

ଗିଲ-ଜୈସ୍ୱାଲ-ପନ୍ତ ମାରିଲେ ଶତକ

ବ୍ୟୁରୋ-: ଲିଡ୍ସ ଟେଷ୍ଟର ଦ୍ୱିତୀୟ ଦିବସ ଖେଳ ବେଶ୍ ନାଟକୀୟ ରହିଛି। ପ୍ରଥମ ଘଣ୍ଟାଏରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ଓ ୱିକେଟ ରକ୍ଷକ ବ୍ୟାଟର୍ ଋଷଭ ପନ୍ତ ପରାକ୍ରମୀ କ୍ରିକେଟ୍ ଖେଳିଛନ୍ତି। ହେଲେ ମଧ୍ୟାହ୍ନ ଭୋଜନ ପରେ ଇଂଲଣ୍ଡ ସଫଳ ପ୍ରତ୍ୟାବର୍ତ୍ତନ କରିବା ସହ ସ୍ଥିତି ଆପାତତଃ ବରାବର…
Read More...