Browsing Category

Uncategorized

୨୪ଘଣ୍ଟାରେ ରାଜ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ତେବେ ଆଜି କରୋନା ସଂକ୍ରମଣ ୩ ଶହ ତଳକୁ ରହିଛି । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୨୦୩ ଥିବାବେଳେ ଆଜି ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୮୫ ଜଣ ସ୍ଥାନୀୟ…
Read More...

OAS ଅଧିକାରୀ ସ୍ତରରେ ଅଦଳବଦଳ

ନୂଆଦିଲ୍ଲୀ: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । ୱାକଅଫ୍ ଓଡ଼ିଶା, କଟକର ସର୍ଭେ କମିସନର ସୟଦ ଏମଡି ଆକଦାସଙ୍କୁ ରାଜ୍ୟ ହଜ କମିଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ…
Read More...

ଭିଡିଓ ଜାରି କରି ଓଡ଼ିଶାବାସୀଙ୍କୁ କ୍ଷମା ମାଗିଲେ ବାବୁସାନ

ଭୁବନେଶ୍ୱର : ବାବୁସାନ ଓ ପ୍ରକୃତିଙ୍କର ସମ୍ପର୍କକୁ ନେଇ ଉଠିଥିଲା ବିବାଦ । ବିବାଦ ଭିତରେ ପୁଣି ନୂଆ ଭିଡ଼ିଓ ଜାରି କଲେ ଅଭିନେତା ବାବୁସାନ।ଭିଡିଓଟିରେ ଥିଲା ଖାଲି ଅନୁତାପ । ଯେଉଁଥିରେ ବାବାସାନ କହିଛନ୍ତି, ଏମିତି ଭୁଲ୍ କେବେ ହେବନି। ନିକଟରେ ଯେଉଁ ଘଟଣା ଘଟିଥିଲା, ସେଥିପାଇଁ ମୁଁ…
Read More...

ସାରଥୀଙ୍କ ଆଶ୍ରମରେ ପୁଣି ପୂଜାର୍ଚ୍ଚନା

କେନ୍ଦ୍ରାପଡା : ଭଣ୍ଡ ବାବାଙ୍କ ଫଟୋ ରଖି ପୁଣି ପୂଜାର୍ଚ୍ଚନା । ଜନାଷ୍ଟମୀରେ ସାରଥୀବାବାଙ୍କ ଆଶ୍ରମରେ ପହଁଚି ସାରଥୀଙ୍କ ଫଟୋକୁ ପୂଜାର୍ଚ୍ଚନା କରୁଛନ୍ତି ଅନୁଗାମୀ । ଯାହା ପ୍ରମାଣ କରୁଛି ଯେ ଏତେ ବିବାଦ ସତ୍ତେ୍ୱ ଆଜି ବି କାହିଁକି ସାରଥୀଙ୍କ ଅନୁଗାମୀ ରହିଛନ୍ତି । ଆଉ ତାଙ୍କୁ ଭଗବାନ…
Read More...

ପୁରୀରେ 5T ସଚିବ ଭି କେ ପାଣ୍ଡିଆନ

ପୁରୀ: ପୁରୀରେ 5T ସଚିବ ଭି କେ ପାଣ୍ଡିଆନ । ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ପାଣ୍ଡିଆନ । ସ୍ଠହି ପହଂଚିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ରୋଷ ଘର ମରାମତି କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ । ଶ୍ରୀମନ୍ଦିରର ବିକାଶ ପାଇଁ ସେବାୟତଙ୍କ ସହ…
Read More...

କୋରାପୁଟରୁ ରାୟଗଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ପୋଲ ଭୁଶୁଡ଼ି ପଡିଛି

କୋରାପୁଟ: କୋରାପୁଟରୁ ରାୟଗଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ଗୋଟିଏ ପୋଲ ଆଜି ଅପରାହ୍ନରେ ଭୁଶୁଡ଼ି ଯାଇଛି। ୩୨୬ନମ୍ବର ଜାତୀୟ ରାଜପଥର କୋରାପୁଟ ଜିଲ୍ଲା ଲେନ୍ଦିରିମାଳିଗୁଡା ଓ ବଙ୍ଗଳାଗୁଡା ନିକଟରେ ରହିଥିବା ଏହି ପୋଲ ପ୍ରାୟ ୫୦ବର୍ଷ ତଳେ ନିର୍ମାଣ ହୋଇଥିଲା। ଲଗାଣ ବର୍ଷାର ମାଡ଼ରେ…
Read More...

ଲାଲ୍‌କିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ସାରା ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ଏହାସହିତ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ ମଧ୍ୟ କରୁଛି। ପ୍ରଥମେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...

ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ : ଆଜି ସାରା ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ। ସ୍ୱାଧୀନତା ଦିବସ ପାଇଁ ସାରା ଦେଶ ଉତ୍ସବ ମୁଖର। ଦିଲ୍ଲୀରୁ ପଲ୍ଲୀ ସବୁଠି ଆନନ୍ଦ ଉଲ୍ଲାସ। ନୂଆଦିଲ୍ଲୀରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲାଲକିଲ୍ଲାରୁ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବେ ପ୍ରଧାନମନ୍ତ୍ରୀ…
Read More...

ପିପିଲି ଟୋଲ ଗେଟ ନିକଟରେ ଓଲଟିଲା ବସ

ଭୁବନେଶ୍ୱର : ପିପିଲି ଟୋଲଗେଟ ନିକଟରେ ବସ୍ ଦୁର୍ଘଟଣା । ଓଲଟିପଡ଼ିଲା ଯାତ୍ରୀବାହୀ ବସ୍ । ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣା ପଡ଼ିଛି । ସୂଚନାମୁତାବକ , ଭୁବନେଶ୍ୱରରୁ କାକଟପୁର ଯାଉଥିବା ଯାତ୍ରୀବାହୀ ସାରଳା ବସ ପିପିଲି ଟୋଲଗେଟ୍ ନିକଟରେ…
Read More...

ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବ୍ୟୁରୋ : ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପର୍ଣ୍ଣ ରହିଛି । ଏହି କ୍ରମରେ ପ୍ରଥମେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ଓ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୁ ଶ୍ରୀବାସ୍ତବଙ୍କ ପରିବାର ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାଜୁ…
Read More...