Browsing Category

ପାଣିପାଗ

ଆସନ୍ତା ୨୭ ତାରିଖ ଯାଁଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ

ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ଆରବସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି । ପୂର୍ବ କେନ୍ଦ୍ରୀୟ ଆରବ ସାଗର ଉପରେ ଘୂର୍ଣ୍ଣି ସୃଷ୍ଟି ପ୍ରଭାବରେ ସୃଷ୍ଟି ଲଘୁଚାପ । ଆସନ୍ତା ୩୬ ଘଣ୍ଟା ଭିତରେ ଏହା ଉତ୍ତର ଦିଗରେ ଗତି କରିବ । ଏହାସହିତ ଘନୀଭୂତ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ମିଳିଛି । ସେପଟେ…
Read More...

ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ…
Read More...

ଆସୁଛି ଏକା ସହିତ ୨ଟି ଲଘୁଚାପ !

ଭୁବନେଶ୍ୱର; ଆସୁଛି ଏକା ସହିତ ୨ଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଏବଂ ଆରବସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ମେ ୨୧ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘର୍ଣ୍ଣିବଳୟ ସମ୍ଭାବନା ରହିଥିବା ବେଳେ ୨୨ ବେଳକୁ ଏହା ଲଘୁଚାପର ରୂପ ନେଇପାରେ । ଖାଲି ସେତିକି ନୁହେଁ…
Read More...

କାଳବୈଶାଖୀ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।  ସେହି ଜିଲ୍ଲା ଗୁଡିକ ହେଲା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,…
Read More...

ବଦଳିଯିବ ପାଗ : ଆଗାମୀ ୪ଦିନ କାଳବୈଶାଖୀ ପ୍ରଭାବରେ ଭିଜିବ ରାଜ୍ୟ

କାଳବୈଶାଖୀ କାରଣରୁ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା ସମ୍ବାବନା ରହିଛି । ଏନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ମୟୂରଭଞ୍ଜ,…
Read More...

ଆଗକୁ କମିବ ତାତି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ  । ତାତି ସାଙ୍ଗକୁ ଗୁଳୁଗୁଳି ରେ ନାକେଦମ ହେଲେଣି ରାଜ୍ୟ ବାସି । ତେବେ ଆଗକୁ କମିବ ତାତି । କିନ୍ତୁ କମିବନି ଗୁଳୁଗୁଳି । ଦେଶର ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ଆସିବ। ଏଥିପାଇଁ ଅଧିକ ଗୁଳୁଗୁଳି   ଅନୁଭୂତ ହେବ। ପାଣିପାଗ ବିଶେଷଜ୍ଞ…
Read More...

୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ…
Read More...

ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ଆଗାମୀ ୨ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଉଛି କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ । ଏସବୁ ଜିଲ୍ଲାକୁ…
Read More...

ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ

ଭୁବନେଶ୍ୱର: ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସି । ସକାଳ ୮ଟା ହେଉଗଲେ ବାହରକୁ ବାହାରିବା କଷ୍ଟକର ହୋଇପଡୁଛି । ରାଜଧାନୀ ସମେତ  ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ସେହିପରି ଆଜି ସକାଳ ୮ଟାରେ ରାଜଧାନୀ ଭୁବନେଶ୍ୱର ରେ ତାପମାତ୍ରା…
Read More...

ପାଣିପାଗ ବିଜ୍ଞାନୀ ମୋସ୍ତୋଫା କମଲ ପୋଲାଶ ଦେଇଛନ୍ତି ସତର୍କ ସୂଚନା

ବଙ୍ଗୋପସାଗରରେ ଆସନ୍ତା ୨୩ରୁ ୨୮ ତାରିଖ ମଧ୍ୟରେ ଏକ ସାମୁଦ୍ରିକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପାଣିପାଗ ବିଜ୍ଞାନୀ ମୋସ୍ତୋଫା କମଲ ପୋଲାଶ ଏଭଳି ସତର୍କ ସୂଚନା ଦେଇଛନ୍ତି। ଏହି ସମ୍ଭାବ୍ୟ ବାତ୍ୟାର ନାଁ ଶ୍ରୀଲଙ୍କାର ପ୍ରସ୍ତାବକ୍ରମେ ‘ଶକ୍ତି’ ରଖାଯିବ। ଏହା ଆସନ୍ତା…
Read More...