Browsing Category

ପାଣିପାଗ

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ଵର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…
Read More...

ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବ

ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ରାଜ୍ୟରେ ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷା ପାଇଁ ଅନେକ ସ୍ଥାନରେ ଜଳ ବନ୍ଦୀ ହୋଇଛି । ଗାଁ ଠାରୁ ସହର ଯାତାୟତ ବାଧା ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ…
Read More...

ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର; ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା । ବିଜୁଳି ଘଡଘଡି ସହ ପବନ ବହିବା ନେଇ ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ଏସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଣ୍ଟା ପ୍ରତି ୩୦ ରୁ କିଲୋମିଟର ବେଗରେ ପଗନ ବହିବା ନେଇ ସତର୍କ କରାଯାଇଛି । ୧୨-୧୩…
Read More...

କେଉଁ କେଉଁ ସ୍ଥାନରେ ବର୍ଷା ସହ ଘଡଘଡି ହେବ ଜାଣନ୍ତୁ ?

ରିପୋର୍ଟର୍ସ ଟୁଡେ;-ରାଜ୍ୟର ବିଭିନ୍ନ ଜିଲ୍ଲା ବର୍ଷା ସହ ଘଡଘଡି ହେବାେ ସମ୍ଭାବନା ରହିଛି । ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସହ ଅନେକ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲା ଗୁଡିକ ହେଉଛି, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କଟକ,…
Read More...

ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର;-ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ହୋଇପାରେ । କାରଣ କାଲି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ରାୟଗଡାରେ ,କେନ୍ଦୁଝର ରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଓଡିଶାରେ ବି ଘଡଘଡି ସହ ବର୍ଷା ହୋଇପାରେ । ବାଲେଶ୍ୱର,…
Read More...

ଆସୁଛି ଆଉ ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପବନ ବହୁଛି। ଫଳରେ ଜଳୀୟବାଷ୍ପ ଅଧିକ ରହିବ। ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି…
Read More...

ଆସନ୍ତା ୪ ଦିନ ଯାଏଁ ନିସ୍ତାର ନାହିଁ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର,…
Read More...

ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ, ଆଣିପାରେ ବନ୍ୟା

ଭୁବନେଶ୍ଵର: ଅବପାତର ରୂପନେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଦକ୍ଷିଣପୂର୍ବ ଗାଙ୍ଗେୟ ଉପତ୍ୟକା ଓ ପାଶ୍ୱର୍ବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ଅବପାତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ଼ ଆଲର୍ଟ ଜାରି…
Read More...

ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

ଭୁବନେଶ୍ଵର: ଆସୁଛି ଆଉ ଏକ ବଡ଼ ଲଘୁଚାପ । ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ରାଜ୍ୟରେ ଆହୁରି ୩ ଦିନ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ । ଭଦ୍ରକଠାରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲାରେ ୬ ଓ ୭…
Read More...

୨୪ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ସେପଟେ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ…
Read More...