ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେପି ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗତକାଲି କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ମୁଖ୍ୟମନ୍ତ୍ରୀ ମାଝି ତାଙ୍କ ସ୍ୱାସ୍ଥବସ୍ଥା ବିଷୟରେ ପଚାରି ବୁଝିବା ସହ ତାଙ୍କ ଆଶୁ ଅରୋଗ୍ୟ କାମନା କରିଥିଲେ ।