ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନ ।ଏହା ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । । ବଜେଟ୍ ପୂର୍ବରୁ ରାଜ୍ୟପାଳ ହରିବାବୁ କମ୍ଭପାଟିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।