ପୁରୀରେ ଧାରା ୩୦ ଲାଗୁ 

ପୋଲିସ ଆଇନର ୩୦ ଧାରା ଲାଗୁ ।

0

(ପୁରୀ) : ପୁରୀ ଜିଲ୍ଲାରେ  ୧୨/୩ ପୋଲିସ ଆଇନର ୩୦ ଧାରା ଲାଗୁ । ଏହା ଚଳିତ ମାସ ୩ ତାରିଖ ଠାରୁ ମଇ ୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କରାଯାଇ ପାରିବ ନାହିଁ ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି।