ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି

(ରିିପୋର୍ଟସ ଟୁଡ଼େ / ଶୁଭସ୍ମିତା ଦାଶ ): ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି । ୬ ଟି ଲୋକସଭା ଓ ୪୨ ଟି ବିଧାନସଭା ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟ ମୁଖ୍ୟ ର୍ନବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତ ପ୍ରକାଶ । ୭ ଟି ସ୍ଥାନରେ ସକାଳ ୭ ରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମତନାଦ ଜାରି ରହିବ । ସେହପରି ୩୫ ଟି ସ୍ଥାନରେ ସକାଳ ୭ ଟାରୁ ସଂନ୍ଧ୍ୟା ୬ ପର୍ଯ୍ୟନ୍ତ ମତଦାନ ଜାରି ରହିବ । ଏପ୍ରିଲ ୪ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଏବଂ ୫ ତାରିଖରେ ହେବ ପ୍ରାର୍ଥୀ ପତ୍ର ଯାଞ୍ଚ । ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୮, ଏବଂ ୨୩ ରେ ଭୋଟ ଗ୍ରହଣ ।