୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଉ ବାକି ୨୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ।ଲଘୁଚାପଟି ଉତ୍ତର … Continue reading ୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା