କଟକ: ନଭେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ନଭେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଏହି ବାଲିଯାତ୍ରା ଚାଲିବ । ତେବେ ଚଳିତବର୍ଷ ୮ ଦିନ ଧରି ବାଲିଯାତ୍ରା ହେବା ନେଇ ସୂଚନା ରହିଛି । ବାଲିଯାତ୍ରା ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ ଓ ସୁରକ୍ଷିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।