ବିଷମକଟକ/ ରବିନ୍ଦ୍ର କୁମାର ସାହୁ: ରାୟଗଡ଼ା ଜିଲ୍ଲା ବିଷମ କଟକ ଥାନା ଅଧିନସ୍ଥ ପଥରଗଡ ନିକଟରେ ଘଟିଛି ଦୁର୍ଘଟଣା । ସୂଚନା ଅନୁଯାଇ ବିପରୀତ ଦିଗରେ ଆସୁଥିବା ବାଇକ୍ ଓ ବସ୍(ଜଗାକାଳିଆ) ମଧ୍ୟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗରୁତ୍ୱର ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ଗୁରୁତ୍ୱର ଥିବା ବ୍ୟକ୍ତିଙ୍କୁ ବିଷମ କଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି।