ସୋନପୁର(ଓମପ୍ରକାଶ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଆଜି ଏକ ପୋଷ୍ୟ ଗ୍ରହଣ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାସ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି।ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ସରକାରୀ କାର୍ୟ୍ୟାଳୟ ର ଅଧିକାରୀ ମାନେ ଉପସ୍ଥିତ ଥିବା ଦଖିବାକୁ ମିଳିଛି।