(ସର୍ବେଶ୍ୱର ପାତ୍ର) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥରଖମ୍ବ ବାଲିତଇଲା ଗାଁରେ ବଜ୍ରାଘାତରେ ଜଣେ ଯୁବକ ମୃତ । ଆଜି ବିଲରେ କାମ କରି ଉପେନ୍ଦ୍ର ତିରିଆ ଘରକୁ ଫେରୁଥିବା ବେଳେ ବଜ୍ରାଘାତରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ କାମାକ୍ଷାନଗର ମେଡିକାଲକୁ ଆଣିଥିଲେ । ପୋଲିସ ଶବକୁ ଜବତ କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି ।