ମୁମୂର୍ଷୁ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର ଓଡିଶା By Reporters Today Bureau On Oct 23, 2018 Share (ଦୀପକ ପ୍ରଧାନ): ନିରାକାରପୁର ଥାନା ଅନ୍ତର୍ଗତ ରାଉଳହଜ ମୌଜା ପଥର ଖଣି ନିକଟରୁ ମୁମୂର୍ଷୁ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରିଛି ନିରାକାରପୁର ପୋଲିସ । ତାଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । BhubaneswarOdishaReporters Today Share FacebookTwitterGoogle+ReddItWhatsAppPinterestEmail