କେଉଁ କେଉଁ ସ୍ଥାନରେ ବର୍ଷା ସହ ଘଡଘଡି ହେବ ଜାଣନ୍ତୁ ?

ରିପୋର୍ଟର୍ସ ଟୁଡେ;-ରାଜ୍ୟର ବିଭିନ୍ନ ଜିଲ୍ଲା ବର୍ଷା ସହ ଘଡଘଡି ହେବାେ ସମ୍ଭାବନା ରହିଛି । ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସହ ଅନେକ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲା ଗୁଡିକ ହେଉଛି, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କଟକ, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା. ଖୋର୍ଦ୍ଧା ସୁନ୍ଦରଗଡ, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼ ନୟାଗଡ଼, ଗଞ୍ଜାମ, ଗଜପତି, , ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି କନ୍ଧମାଳ, ନବରଙ୍ଗପୁର, ଜିଲ୍ଲାକୁ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦କିଲୋମିଟର ପର୍ୟ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି କେନ୍ଦୁଝର ,ମୟୂରଭଞ୍ଜ, ବାଲେଶ୍ୱର ,ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି , ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁଣି ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏସବୁ ଜିଲ୍ଲା ଗୁଡିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ,ଘଡଘଡି ସହ ଝଟକା ପବନ ବହିବାର ସମ୍ଭାବନା ରହିଛି ।