ସମ୍ବଲପୁର: ସମ୍ବଲପୁର କୁଚିଣ୍ଡା ତହସିଲଦାରଙ୍କୁ ସସ୍ପେଣ୍ଡ କଲେ ସରକାର । କୁଚିଣ୍ଡା ତହସିଲଦାର ମିତାଲି ମଧୁସ୍ମିତା ଦଳେଇ ସସ୍ପେଣ୍ଡ । ଜମିଜମା ମାମଲାରେ ପକ୍ଷପାତିତା କରିଥିବା ଅଭିଯୋଗ ସସପେଣ୍ଡ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ସମ୍ବଲପୁର କୁଚିଣ୍ଡା ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ସସପେଣ୍ଡ କରିଛନ୍ତି ରାଜ୍ୟ ସରକାର । ଜମିଜମା ମାମଲାରେ ପକ୍ଷପାତିତା କରିଥିବା ଅଭିଯୋଗରେ ତାଙ୍କୁ ସସପେଣ୍ଡ କରାଯାଇଛି । ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଉତ୍ତରାଞ୍ଚଳ ଆରଡିସିଙ୍କଠାରେ ଅଭିଯୋଗ କରିଥିଲେ ଜଣେ ସ୍ଥାନୀୟ ବାସିନ୍ଦା ।