ଭୁବନେଶ୍ୱର: ଶାରଦୀୟ ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ଗୁଡ଼ିକର ରେଣ୍ଟ ଛାଡ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ସହିତ ସାରା ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ପାଇଁ ରେଣ୍ଟ ଛାଡ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।