ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର:ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର । ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ହୋଇଛି ।ଏ ନେଇ ପାଣିପାଗ ବିଭାଗରୁ ସୂଚନା ମିଳିଛି ।