ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମ୍ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ବାଇକ୍ ଆରୋହୀ ଯୁବକଙ୍କୁ ୧୦ରୁ ଉର୍ଦ୍ଧ୍ୱ ଯୁବକ ଆକ୍ରମଣ କରିଥିବା ନେଇ ସୂଚନା ମିଳିଛି। ବାଇକ୍ ଆରୋହୀ ଯୁବକଙ୍କୁ ୧୦ରୁ ଉର୍ଦ୍ଧ୍ୱ ଯୁବକ ଆକ୍ରମଣ କରିଥିବା ନେଇ ସୂଚନା ମିଳିଛି। ବାଇକ୍ ଆରୋହୀ ଯୁବକଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍ ମେଡ଼ିକାଲରେ ଭର୍ତ୍ତି କରାଯାଇଛି