ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ସଂଗଠନ ସାଧାରଣ ସମ୍ପାଦକ ବି ଏଲ ସନ୍ତୋଷ

ଭୁବନଶ୍ୱେର;ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ସଂଗଠନ ସାଧାରଣ ସମ୍ପାଦକ ବି ଏଲ ସନ୍ତୋଷ । ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୁର୍ଣ ବୈଠକରେ ଯୋଗ ଦେଇଛନ୍ତି ବି ଏଲ ସନ୍ତୋଷ ।
ବୈଠକରେ ରାଜ୍ୟ ସଭାପତି ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଅଛନ୍ତି ।