ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଓଡିଶା By Minu Sahoo Last updated Jul 1, 2024 Share ଭୁବନେଶ୍ୱର : ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। BhubaneswarOdishareporterstoday Share FacebookTwitterGoogle+ReddItWhatsAppPinterestEmail