ଓଡପଡାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ଓଡିଶା By Reporters Today Bureau Last updated Sep 20, 2018 Share (ମନୋଲିସା ମିଶ୍ର): ଢେଙ୍କାନାଳ ଜିଲ୍ଲା ଓଡପଡା ବ୍ଲକ ପରିଷଦରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ଲକର ବିଭିନ୍ନ ପଞ୍ଚାୟତର ଭିନ୍ନକ୍ଷମମାନେ ଆସିଥିଲେ । ଡାକ୍ତରଙ୍କ ଦ୍ୱାରା ପରୀକ୍ଷା କରାଯାଇ ସେମାନଙ୍କୁ ଅକ୍ଷମତାର ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । bbsrOdapadaOdishareporterstoday Share FacebookTwitterGoogle+ReddItWhatsAppPinterestEmail