ଭୁବନେଶ୍ଵର :ଭାରତୀୟ ଜନତା ପାର୍ଟିର ନୂଆ ଟିମ । ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିଙ୍କ ନାଁ ଘୋଷଣା । ମନମୋହନ ସାମଲଙ୍କ ଅନୁମୋଦନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି । ଏଥିରେ ସାମିଲ ହୋଇଛନ୍ତ ୩୫ ଅଧିକାରୀ । ଏହି ତାଲିକାରେ ୧୦ଜଣ ଉପସଭାପତି ଓ ୫ଜଣ ସାଧାରଣ ସମ୍ପାଦକ ସାମିଲ ହୋଇଛନ୍ତି । ଉପସଭାପତି ହେଲେ , ନାଉରୀ ନାୟକ, ଅପରାଜିତା ଷଡଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଗୋଲକ ମହାପାତ୍ର, କୁସୁମ ଟେଟେ, ଲେଖାଶ୍ରୀ ସାମନ୍ତସିଂହାର, ସୁକେଶି ଓରାମ, ବିରଞ୍ଚି ନାରାୟଣ ତ୍ରିପାଠୀ ।