ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE

ଭୁବନେଶ୍ଵର: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ ଫର୍ମ । ସେହିପରି ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ ।

୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌ । ସେହିପରି ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ ।