ଭୁବନେଶ୍ୱର:ଆସନ୍ତା ୨୮ ତରିଖ ଯୁକ୍ତ ଦସ୍ୱବ ପରିକ୍ଷା ଫଳ ପ୍ରକାଶ ପାଇବର ତାରିଖ ଘୋସଣା କରାଯିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।ଚଳିତ ମାସ ୩୦ କିମ୍ବା ୩୧ରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷା ଫଳ।ସୂଚନା ଅନୁଯାୟୀ, ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।
ସୂଚନା ମୁତାବକ, ପରୀକ୍ଷା ଫଳ ପ୍ରକାଶ ପାଇବା ପାଇଁ ଖାତା ଦେଖାଠାରୁ ଆରମ୍ଭ କରି ଟାବୁଲେସନ୍ ସବୁ ପ୍ରକାଶ ଶେଷ ହୋଇଛି । ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି