ଓଡିଶାର ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କଲେ ଭାରତୀୟ ନିର୍ବାଜନ କମିଶନ

ନୂଆଦିଲ୍ଲୀ: ଓଡ଼ିଶା, ପଶ୍ଚିମବଙ୍ଗ, ପଞ୍ଜାବ, ଗୁଜରାଟ ଭଳି ୪ଟି ରାଜ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟ ଓ ଏସପି ପଦବୀରେ ଅବସ୍ଥାପିତ କିଛି ଅଣକ୍ୟାଡର ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ନିର୍ବାଚନ ଆୟୋଗ। ଓଡ଼ିଶାରେ ୨ଜଣ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି। ତେବେ ବଦଳିବେ ଢେଙ୍କାନାଳ ଜିଲ୍ଲାପାଳ, ଦେବଗଡ ଏସପି । ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କଲେ ଭାରତୀୟ ନିର୍ବାଜନ କମିଶନ । ଢେଙ୍କାନାଳ ଜିଲ୍ଲାପାଳଙ୍କ ବଦଳି ନିର୍ଦ୍ଦେଶ ଦେଇଛନ୍ତି । ଦେବଗଡ ଓ କଟକ ଗ୍ରାମୀ ଏସପିଙ୍କ ମଧ୍ୟ ବଦଳି ନିର୍ଦେଶ ଦେଲେ ନିର୍ବାଚନ କମିଶନ । ନିର୍ବାଚିତ ଜନପ୍ରତିନିଧିଙ୍କ ସହ ସମ୍ପର୍କ ଥିବାରୁ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି ।