ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ୨ ରେଜଲ୍ଟ

ଭୁବନେଶ୍ୱର(ରିପୋର୍ଟର୍ସ ଟୁଡେ) : ଜୁଲାଇ ୩୧ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦେଇଛନ୍ତି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଏଥିପାଇଁ ନିର୍ଧାରିତ ସମୟ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇବା ପାଇଁ କଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।