ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପ୍ରଦୀପ ମାଝୀ

0

ଭୁବନେଶ୍ୱର; ପ୍ରଦୀପ ମାଝୀଙ୍କୁ ବାସନ୍ଦ । ବିଜେଡି ନେତା ପ୍ରଦୀପ ମାଝୀଙ୍କୁ ବାସନ୍ଦ । ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପ୍ରଦୀପ ମାଝୀ । ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ । ୧୨ବର୍ଷ ପାଇଁ ବାସନ୍ଦ କଲା ଭତରା ସମାଜର କେନ୍ଦ୍ରୀୟ କମିଟି । ପ୍ରଦୀପ ମାଝୀ ଓ ତାଙ୍କ ପରିବାରକୁ ବାସନ୍ଦ ନିଷ୍ପତ୍ତି । ଧାମନାଗୁଡା ବୈଠକରେ କେନ୍ଦ୍ରୀୟ କମିଟିର ନିଷ୍ପତ୍ତି । ବାସନ୍ଦ ନିଷ୍ପତ୍ତି ନେଇ ପ୍ରଦୀପ ମାଝୀଙ୍କ ପ୍ରତିକ୍ରିୟା ମିଳିପାରିପାରି ନାହିଁ ।